ଆସିଲା ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ତାରିଖ: ଜାଣନ୍ତୁ ସମ୍ପୂର୍ଣ୍ଣ ସୂଚନା

କଟକ,୧୨।୯: ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ଅକ୍ଟୋବର ୨୭ ତାରିଖରେ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା ନେଇ ଓଡିଶା ଜନସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ ପରୀକ୍ଷାର ବିସ୍ତୃତ କାର୍ଯ୍ୟକ୍ରମ ବିଷୟରେ ସୂଚନା ପରେ ଦିଆଯିବ।

ଅଧିକ ସୂଚନା ପାଇଁ ପ୍ରାର୍ଥୀମାନଙ୍କୁ http://opsc.gov.in ରେ ଆୟୋଗର ୱେବସାଇଟ୍ ପରିଦର୍ଶନ କରିବାକୁ ପରାମର୍ଶ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri