ଓପିଏସସି ନିଯୁକ୍ତି ୨୦୨୪: ୧୨୭୫ ପିଜିଟି ପଦବୀରେ ନିଯୁକ୍ତି ପାଇଁ ଆବେଦନ ଆରମ୍ଭ, ଜାଣନ୍ତୁ ଅଧିକ ସୂଚନା

ଭୁବନେଶ୍ୱର,୧।୧: ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ପୋଷ୍ଟ ଗ୍ରାଜୁଏଟ ଟିଚର(ପିଜିଟି) ନିଯୁକ୍ତି ୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ଏବଂ ଏଥିପାଇଁ ଆବେଦନ ଆରମ୍ଭ ହୋଇଯାଇଛି। ଆବେଦନର ଶେଷ ତାରିଖ ୨ ମାର୍ଚ୍ଚ ୨୦୨୪ ରହିଛି। ଇଛୁକ ଅଶାୟୀମାନେ ଓପିଏସସିର ଅଫିସିଆଲ ୱେବସାଇଟ opsc.gov.in ରେ ଯାଇ ଆବେଦନ କରିପାରିବେ।

ଓପିଏସସି ନିଯୁକ୍ତି ବିବରଣୀ:

ଖାଲିଥିବା ପଦବୀ: ମୋଟ ୧୨୭୫ ପଦବୀ ଖାଲିଥିବା ବେଳେ ସେଥିରୁ ୪୬୧ ଟି ପଦବୀ ମହିଳା ମାନଙ୍କ ପାଇଁ ରହିଛି ।

ବୟସ ସୀମା: ଅଶାୟୀଙ୍କ ବୟସ ୨୧ ରୁ ୩୮ ମଧ୍ୟରେ ହେବା ଉଚିତ।

ଶିକ୍ଷାଗତ ଯୋଗ୍ୟତା: ଆବେଦନ କରିବାକୁ ଯୋଗ୍ୟ ହେବା ପାଇଁ ପ୍ରାର୍ଥୀମାନେ କମ୍ପ୍ୟୁଟରେ ମାଷ୍ଟର ଡିଗ୍ରୀ, ବିଇଡି ଏବଂ ଡିପ୍ଲୋମା କିମ୍ବା ଡିଗ୍ରୀ ଥିବା ଆବଶ୍ୟକ।

ଏହି ପଦବୀରେ ଆବେଦନ ପାଇଁ କୌଣସି ଆବେଦନ ଶୁଳ୍କ ନାହିଁ।

ଚୟନ ପ୍ରକ୍ରିୟା: ପ୍ରାଥୀମାନେ ପ୍ରଥମେ ଲିଖିତ ପରୀକ୍ଷା ଦେବେ ଏବଂ ପରେ ବ୍ୟକ୍ତିଗତ ସାକ୍ଷାତକାର ଦେବେ।

କିପରି କରିବେ ଆବେଦନ:

ପ୍ରଥମେ ଓପିଏସସିର ଅଫିସିଆଲ୍ ୱେବସାଇଟ୍ opsc.gov.in ଯାଆନ୍ତୁ।

ମୁଖ୍ୟପୃଷ୍ଠରୁ “ଅନଲାଇନ୍ ଆବେଦନ” ବିକଳ୍ପ ଚୟନ କରନ୍ତୁ।

ପଞ୍ଜୀକରଣ ପ୍ରକ୍ରିୟା ପୁରଣ କରନ୍ତୁ ଏବଂ ଆବେଦନ ଫର୍ମ ପୂରଣ କରିବାକୁ ଆଗକୁ ବଢ଼ନ୍ତୁ।

ଆବଶ୍ୟକ ଅନୁଯାୟୀ ନିର୍ଦ୍ଦିଷ୍ଟ ଡକ୍ୟୁମେଣ୍ଟ୍ ଅପଲୋଡ୍ କରନ୍ତୁ ଏବଂ ଫର୍ମ ଦାଖଲ କରନ୍ତୁ।

ଭବିଷ୍ୟତର ଆବଶ୍ୟକତା ପାଇଁ ଆବେଦନ ପତ୍ରର ଏକ ପ୍ରିଣ୍ଟଆଉଟ୍ ନେବାକୁ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri