ଅଗଷ୍ଟ ୨୭ରେ ଏଏସ୍‌ଓ ପରୀକ୍ଷା, ଜାଣନ୍ତୁ ସମସ୍ତ ସୂଚନା…

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଅଗଷ୍ଟ ୨୭ରେ ହେବ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷା। ରାଜ୍ୟରେ ବନ୍ୟାସ୍ଥିତି ଯୋଗୁ ଏହି ପରୀକ୍ଷା ଘୁଞ୍ଚିଥିବା ବେଳେ ଶନିବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏହି ପରୀକ୍ଷା ୩ ସିଟିଂରେ ହେବ। ପ୍ରଥମ ସିଟିଂ ପରୀକ୍ଷା ସକାଳ ୯ରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ରହିଛି। ଦ୍ୱିତୀୟ ସିଟିଂ ପରୀକ୍ଷା ସାେ ୧୧ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ହେବ। ସେହିପରି ତୃତୀୟ ସିଟିଂ ଅପରାହ୍ନ ୨ଟାରୁ ୪ଟା ୩୦ ପର୍ଯ୍ୟନ୍ତ ହେବ। ତେବେ ଭିନ୍ନକ୍ଷମ ପ୍ରାର୍ଥୀଙ୍କ ପାଇଁ ପରୀକ୍ଷା ସମୟ ଟିକେ ଅଧିକ ରଖାଯାଇଛି। ସେମାନେ ପ୍ରତି ସିଟିଂରେ ଅଧ ଘଣ୍ଟାଏ ଲେଖାଏଁ ଅଧିକ ସମୟ ପାଇବେ। ପ୍ରଥମ ସିଟିଂରେ ସାଧାରଣ ଜ୍ଞାନ ପରୀକ୍ଷା ହେବ। ଦ୍ୱିତୀୟ ସିଟିଂରେ ରିଜନିଂ ଆଣ୍ଡ ମେଣ୍ଟାଲ ଆବିଲିଟି ସହିତ ଗଣିତ ପରୀକ୍ଷା କରାଯିବ। ସେହିପରି ତୃତୀୟ ସିଟିଂରେ ଇଂରାଜୀ ଓ ଓଡ଼ିଆ ପରୀକ୍ଷା ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ନିଜ ଜାଲରେ କେମିତି ପଡ଼ିଲା ପାକିସ୍ତାନ? ଆମେରିକା ସହ ବନ୍ଧୁତା ପରେ ଫସିଗଲା ପାକ୍‌!

ଇସଲାମାବାଦ,୨୧।୧୨: ପାକିସ୍ତାନ ବର୍ତ୍ତମାନ ଆମେରିକା ସହିତ ତା’ର ବନ୍ଧୁତାକୁ ମଜବୁତ କରିବାକୁ ଚେଷ୍ଟା କରୁଛି। ଏହି ସମୟରେ, ଆମେରିକା ଗାଜାକୁ ଶାନ୍ତିସେନା ପଠାଇବା ପାଇଁ ପାକିସ୍ତାନ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri