ଅଗଷ୍ଟ ୨୭ରେ ଏଏସ୍‌ଓ ପରୀକ୍ଷା, ଜାଣନ୍ତୁ ସମସ୍ତ ସୂଚନା…

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଅଗଷ୍ଟ ୨୭ରେ ହେବ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷା। ରାଜ୍ୟରେ ବନ୍ୟାସ୍ଥିତି ଯୋଗୁ ଏହି ପରୀକ୍ଷା ଘୁଞ୍ଚିଥିବା ବେଳେ ଶନିବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏହି ପରୀକ୍ଷା ୩ ସିଟିଂରେ ହେବ। ପ୍ରଥମ ସିଟିଂ ପରୀକ୍ଷା ସକାଳ ୯ରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ରହିଛି। ଦ୍ୱିତୀୟ ସିଟିଂ ପରୀକ୍ଷା ସାେ ୧୧ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ହେବ। ସେହିପରି ତୃତୀୟ ସିଟିଂ ଅପରାହ୍ନ ୨ଟାରୁ ୪ଟା ୩୦ ପର୍ଯ୍ୟନ୍ତ ହେବ। ତେବେ ଭିନ୍ନକ୍ଷମ ପ୍ରାର୍ଥୀଙ୍କ ପାଇଁ ପରୀକ୍ଷା ସମୟ ଟିକେ ଅଧିକ ରଖାଯାଇଛି। ସେମାନେ ପ୍ରତି ସିଟିଂରେ ଅଧ ଘଣ୍ଟାଏ ଲେଖାଏଁ ଅଧିକ ସମୟ ପାଇବେ। ପ୍ରଥମ ସିଟିଂରେ ସାଧାରଣ ଜ୍ଞାନ ପରୀକ୍ଷା ହେବ। ଦ୍ୱିତୀୟ ସିଟିଂରେ ରିଜନିଂ ଆଣ୍ଡ ମେଣ୍ଟାଲ ଆବିଲିଟି ସହିତ ଗଣିତ ପରୀକ୍ଷା କରାଯିବ। ସେହିପରି ତୃତୀୟ ସିଟିଂରେ ଇଂରାଜୀ ଓ ଓଡ଼ିଆ ପରୀକ୍ଷା ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ ପାଇଁ ଜୀବନ ବିପଦମୁହାଁ

ମହାକାଳପଡ଼ା, ୧୮ା୧୦ (ଡି.ଏନ୍‌.ଏ.): ପାରାଦୀପ ବନ୍ଦରକୁ ଟ୍ରେନ୍‌ ଯୋଗେ କୋଇଲା ଆସିଥାଏ। ପରେ ଏହି କୋଇଲାକୁ ବିଦେଶକୁ ରପ୍ତାନି ହେଉଥିବା ଜାହାଜରେ ଭର୍ତ୍ତି ସମୟରେ ଗୁଣ୍ଡସବୁ...

ଯେ କୌଣସି ସ୍ଥିତିରେ ଶତ୍ରୁକୁ ବିନାଶ କରିବ ‘ଆକାଶ ପ୍ରାଇମ୍‌’

ବାଲେଶ୍ୱର,୨୭।୯: ଡିଆର୍‌ଡିଓ ଦ୍ୱାରା ପରିଚାଳିତ ଚାନ୍ଦିପୁରସ୍ଥିତ ଆଇଟିଆର୍‌ କ୍ଷେପଣାସ୍ତ୍ର ଘାଟିରୁ ସୋମବାର ‘ଆକାଶ ପ୍ରାଇମ’ର ସଫଳ ପରୀକ୍ଷଣ ହୋଇଛି। ଆକାଶ ସିଷ୍ଟମର ଏହା ଏକ ଅପଡେଟ୍‌...

ରବିଧାନ ସଂଗ୍ରହ: ଚାଷୀ ପଞ୍ଜୀକରଣରେ ବୃଦ୍ଧି

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟରେ ରବିଧାନ ସଂଗ୍ରହ ନିମନ୍ତେ ଅନ୍‌ଲାଇନରେ ଚାଷୀମାନଙ୍କ ନାମ ପଞ୍ଜୀକରଣ ବହୁ ପୂର୍ବରୁ ଆରମ୍ଭ ହୋଇସାରିଛି। ଏହା ଜରିଆରେ ବୁଧବାର ସୁଦ୍ଧା ୨, ୩୪,...

ଲାଭ ଦେବନି ଆର୍‌ବିଆଇ ଘୋଷଣା

ଭୁବନେଶ୍ୱର, ୧୫।୪(ବ୍ୟୁରୋ): କରୋନା ପ୍ରଭାବରେ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଫଳରେ ଏବେ ସରକାରୀ, ବେସରକାରୀ କାର୍ଯ୍ୟାଳୟଠାରୁ ଆରମ୍ଭକରି ଛୋଟ, ବଡ଼ ଦୋକାନ ବଜାର...

ହସ୍ତକଳା କରିଛି ସ୍ବାବଲମ୍ବୀ

ଚିତ୍ରଡ଼ା,୨୫।୪(ଡି.ଏନ.ଏ.)- ହାଣ୍ଡିଶାଳରୁ ମହାକାଶ। ଘର ଅଗଣାରୁ ସଂସଦ ଭବନ। ସବୁ କ୍ଷେତ୍ରରେ ନାରୀ ନିଜର ରାକାଷ୍ଠା ପ୍ରତିପାଦିତ କରିଆସୁଛନ୍ତି। ଅବଳା ଦୁର୍ବଳା ଶବ୍ଦ ଆଜିର ନାରୀ...

ସିଂହଦ୍ୱାର ସମ୍ମୁଖରେ ୩ ରଥ

ପୁରୀ ଅଫିସ,୩୦ା୬: ଆସନ୍ତାକାଲି ଅର୍ଥାତ୍‌ ଜୁଲାଇ ୧ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଜି ହେଉଛି ଉଭାଯାତ୍ରା। ରଥଯାତ୍ରା ପାଇଁ ପରମ୍ପରା ଅନୁସାରେ ସକାଳ ଧୂପ ନୀତି ପରେ...

ସ୍ତ୍ରୀ ଅଧିକାର ନ ମିଳିବାରୁ ହତ୍ୟା

ବାଲେଶ୍ୱର ଅଫିସ,୧୯।୧୨: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ମଡେଲ ଥାନା ଅଧୀନ ଗୁଡ଼ିପଦା ଅଞ୍ଚଳରେ ବୁଧବାର ଭୋର୍‌ ସମୟରେ ଏକ ହତ୍ୟାକାଣ୍ଡ ଘଟିଛି। ଭାରତୀୟ ଖାଦ୍ୟ ନିଗମ...

ଓଡ଼ିଶାରେ ବୃଦ୍ଧି ହେଲା ମେମୁ ଟ୍ରେନ୍‌ ସେବା: ଜାଣନ୍ତୁ..

ଭୁବନେଶ୍ୱର,୮।୨(ବ୍ୟୁରୋ): ଓଡ଼ିଶାରେ ବୃଦ୍ଧି ହେଲା ମେମୁ ଟ୍ରେନ୍‌ ସେବା। ଏ ନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୧ରୁ ପୁରୀ-ଅନୁଗୋଳ-ପୁରୀ ମେମୁରେ ୧୬ଟି...

Advertisement
Archives

Model This Week