ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି। ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପତ୍ର ସଂଖ୍ୟା ୧୪୧୦୫/ଏଚ୍‌/ତା୧୯.୫.୨୦୨୬ ଆଧାରରେ ଏହା କରାଯାଇଥିବା ଓପିଏସ୍‌ସି ପକ୍ଷରୁ ବୁଧବାର ବିଜ୍ଞପ୍ତି ମାଧ୍ୟମରେ ଦର୍ଶାଯାଇଛି। ଏହି ପଦବୀ ନିମନ୍ତେ ପ୍ରାପ୍ତ ହୋଇଥିବା ସମସ୍ତ ଆବେଦନଗୁଡ଼ିକୁ ବାତିଲ କରାଯାଇଛି। ପ୍ରାର୍ଥୀମାନଙ୍କ ଦ୍ୱାରା ଦାଖଲ ହୋଇଥିବା ଦେୟ ଅର୍ଥ ଆଗାମୀ ୨୦ ଦିନ ମଧ୍ୟରେ ଅରିଜିନାଲ ମୋଡ୍‌ ଅଫ୍‌ ପେମେଣ୍ଟକୁ ଫେରସ୍ତ କରାଯିବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ରଥଯାତ୍ରା ପାଇଁ ପ୍ରଶାସନ ସଜାଗ, ଏହି ସବୁ ଦିଗରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ…

ସୁପୋଷିତ ଓଡ଼ିଶା ମିଶନ: ତଥ୍ୟ ସଂଗ୍ରହ କରିବେ ୧୦୦୦୦ ଏନଏସଏସ ଛାତ୍ରୀ

ଭଞ୍ଜନଗର,୧୩/୭(ବାବୁଲା ପ୍ରଧାନ)- ପୋଷଣ ଅଭିଯାନ ଅବସରରେ ବର୍ତ୍ତମାନ ଓଜନ ଉତ୍ସବ ରାଜ୍ୟରେ ଚାଲିଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ମଧ୍ୟ ଓଜନ ଉତ୍ସବ ପ୍ରଥମ ପର୍ଯ୍ୟାୟ…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri