ଓପିଟିସିଏଲ ଡିଜିଏମ୍‌ଙ୍କୁ ୫ ବର୍ଷ ଜେଲ

ବାରିପଦା ଅଫିସ,୧୬।୫: ଓପିଟିସିଏଲ ଡିଜିଏମ୍‌ ଯଶୋବନ୍ତ ଚୌଧୁରୀଙ୍କୁ ୫ ବର୍ଷ ଜେଲ ଦଣ୍ଡ ସାଙ୍ଗକୁ ୧୫ ହଜାର ଟଙ୍କା ଜରିମାନା ହୋଇଛି। ବାରିପଦା ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ପକ୍ଷରୁ ସୋମବାର ମାମଲାର ବିଚାର କରି ଦଣ୍ଡାଦେଶ ଶୁଣାଇଛନ୍ତି।
ସୂଚନାନୁସାରେ, ୨୦୧୭ରେ ନିଜ କାର୍ଯ୍ୟାଳୟରେ ଲାଗିଥିବା ଗାଡିର ବିଲ କରିଦେବା ପାଇଁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡିଥିଲେ ଯଶୋବନ୍ତ। ଏ ନେଇ ଭିଜିଲାନ୍ସ ପକ୍ଷରୁ ତାଙ୍କ ନାମରେ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୨ା୪: ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ଆସନରୁ ପ୍ରାର୍ଥୀ ଘୋଷଣା କରିବାର ୧୧ ଦିନ ପରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଶ୍ରୀଧର ଦେବଙ୍କ ସ୍ଥାନରେ ସାକା...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri