୪୨ କୋଟି ଟଙ୍କାର ଲାଭାଂଶ ଦେଲା ଓପିଟିସିଏଲ୍‌

ଭୁବନେଶ୍ୱର,୨୦।୭: ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ଼ (ଓପିଟିସିଏଲ୍‌) ପକ୍ଷରୁ ବୁଧବାର ୪୨କୋଟି ଟଙ୍କାର ଲାଭାଂଶ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଛି। ଏପରିକି ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଓ ଓପିଟିସିଏଲର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର ମିଶ୍ର ୪୨ କୋଟି ଟଙ୍କାର ଲାଭାଂଶ ରାଶି ଉନ୍ନୟନ କମିଶନର ଅନୁ ଗର୍ଗଙ୍କୁ ଓଡ଼ିଶା ସରକାରଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଓପିଟିସିଏଲ ଦ୍ୱାରା ୬୫୦କୋଟି ଟଙ୍କା ବ୍ୟୟରେ ନିର୍ମିତ ୮ଟି ଉଚ୍ଚ କ୍ଷମତା ସମ୍ପନ୍ନ ଗ୍ରୀଡ଼୍‌ ସବଷ୍ଟେଶନକୁ ବୁଧବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍‌ସିଂ ମାଧ୍ୟମରେ ଲୋକାର୍ପଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ନିଗମର ଅଧ୍ୟକ୍ଷ ସଞ୍ଜୟ ମିଶ୍ର ନିଗମର ସମସ୍ତ କର୍ମଚାରୀମାନଙ୍କୁ ଧନ୍ୟବାଦ ଜଣାଇବା ସହ ଭବିଷ୍ୟତରେ ମଧ୍ୟ ଆମେ ସରକାରଙ୍କୁ ଆବଶ୍ୟକ ସହଯୋଗ ଯୋଗାଇବା ସହ କର୍ମ କ୍ଷେତ୍ରରେ ଏଭଳି ଉତ୍ସର୍ଗୀକୃତ ମନୋଭାବ ରଖିବା ପାଇଁ ମତପ୍ରକାଶ କରିଥିଲେ ା ଓପିଟିସିଏଲ ସ୍ଥାପନା ହେବା ପରଠାରୁ ପ୍ରଥମ ଥର ପାଇଁ ନିଗମ ଏତେ ପରିମାଣର ଲାଭାଂଶ ସରକାରଙ୍କୁ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri