୪୨ କୋଟି ଟଙ୍କାର ଲାଭାଂଶ ଦେଲା ଓପିଟିସିଏଲ୍‌

ଭୁବନେଶ୍ୱର,୨୦।୭: ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ଼ (ଓପିଟିସିଏଲ୍‌) ପକ୍ଷରୁ ବୁଧବାର ୪୨କୋଟି ଟଙ୍କାର ଲାଭାଂଶ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଛି। ଏପରିକି ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଓ ଓପିଟିସିଏଲର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର ମିଶ୍ର ୪୨ କୋଟି ଟଙ୍କାର ଲାଭାଂଶ ରାଶି ଉନ୍ନୟନ କମିଶନର ଅନୁ ଗର୍ଗଙ୍କୁ ଓଡ଼ିଶା ସରକାରଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଓପିଟିସିଏଲ ଦ୍ୱାରା ୬୫୦କୋଟି ଟଙ୍କା ବ୍ୟୟରେ ନିର୍ମିତ ୮ଟି ଉଚ୍ଚ କ୍ଷମତା ସମ୍ପନ୍ନ ଗ୍ରୀଡ଼୍‌ ସବଷ୍ଟେଶନକୁ ବୁଧବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍‌ସିଂ ମାଧ୍ୟମରେ ଲୋକାର୍ପଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ନିଗମର ଅଧ୍ୟକ୍ଷ ସଞ୍ଜୟ ମିଶ୍ର ନିଗମର ସମସ୍ତ କର୍ମଚାରୀମାନଙ୍କୁ ଧନ୍ୟବାଦ ଜଣାଇବା ସହ ଭବିଷ୍ୟତରେ ମଧ୍ୟ ଆମେ ସରକାରଙ୍କୁ ଆବଶ୍ୟକ ସହଯୋଗ ଯୋଗାଇବା ସହ କର୍ମ କ୍ଷେତ୍ରରେ ଏଭଳି ଉତ୍ସର୍ଗୀକୃତ ମନୋଭାବ ରଖିବା ପାଇଁ ମତପ୍ରକାଶ କରିଥିଲେ ା ଓପିଟିସିଏଲ ସ୍ଥାପନା ହେବା ପରଠାରୁ ପ୍ରଥମ ଥର ପାଇଁ ନିଗମ ଏତେ ପରିମାଣର ଲାଭାଂଶ ସରକାରଙ୍କୁ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri