୭ ମାସ ଧରି ୭ ଯୁବକ କରୁଥିଲେ ଗଣବଳାତ୍କାର: ରାତିଅଧରେ ଆସି ଯୁବତୀଙ୍କୁ ଛାତକୁ ଟେକି ନେଉଥିଲେ, ପରେ…

ଢେଙ୍କାନାଳ, ୯।୯: ଜଣେ ଯୁବତୀଙ୍କୁ ବଳାତ୍କାର ମାମଲାରେ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି।
ସାତ ମାସଧରି ଯୁବତୀଙ୍କୁ ଗଣବଳାତ୍କାର କରିଆସୁଥିଲେ ଯୌନପୀପାସୁୁ। ଯୁବତୀ ଜଣଙ୍କ ଗର୍ଭବତୀ ପରେ ମାମଲା ରୁଜୁ ହୋଇଥିଲା ।
ସୂଚନାଯୋଗ୍ୟ, ମା’ ନ ଥିବା ଜଣେ ଅସହାୟ ଗରିବ ଝିଅକୁ ୭ଜଣ ପିଶାଚ, ୭ ମାସ ଧରି ବଳାତ୍କାର କରି ଚାଲିଥିଲେ। ବାପା ମାନସିକ ବିକାରଗ୍ରସ୍ତ ହୋଇଥିବା ବେଳେ ରାତିଅଧରେ ସେମାନେ ଘରେ ପଶି ଝିଅକୁ ଛାତକୁ ଟେକି ନିଅନ୍ତି । ବାପାଙ୍କୁ ଏକ ଘରେ ବନ୍ଦ କରି ଦିଅନ୍ତି। ପରେ ଜଣଙ୍କ ପରେ ଜଣେ ଭୋକ ମେଣ୍ଟାନ୍ତି। ରାତି ପାହିବା ଆଗରୁ ଚାଲିଯାନ୍ତି। କାହାକୁ କହିଲେ ମାରିଦେବାକୁ ଧମକ ଦିଅନ୍ତି। ଏପରି ଅମାନବୀୟ ଘଟଣା ଘଟିଛି ଢେଙ୍କାନାଳ ସଦର ଥାନା ଅଞ୍ଚଳରେ । ସଦର ପୋଲିସ ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ ବାନ୍ଧିଛି। ତେବେ ଯୁବତୀଙ୍କ ଘର ନ ଥିବାରୁ ସେହି ଗାଁର ଅଙ୍ଗନଓ୍ବାଡି କେନ୍ଦ୍ରରେ ବାପାଙ୍କ ସହ ରହିଆସୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri