ଚାଇନାରେ ପାଟିରେ ଦିଆଯାଉଥିବା କରୋନା ଟିକାକରଣ ଆରମ୍ଭ, ବେଜିଂରେ ମନୋରଞ୍ଜନ ପାର୍କ ବନ୍ଦ…

ବେଜିଂ,୨୭।୧୦ : ଚାଇନାର ସାଂଘାଇରେ ପାଟିରେ ଦିଆ ଯାଉଥିବା ଛୁଞ୍ଚି ବିହୀନ କରୋନା ଟିକାକରଣ ଆରମ୍ଭ ହୋଇଛି। ସହରର ଏକ ସରକାରୀ ସୋସିଆଲ ମିଡିଆ ଆକାଉଣ୍ଟରେ ପୋଷ୍ଟ କରାଯାଇଥିବା ଘୋଷଣା ଅନୁଯାୟୀ ଏହି ଟିକା ପାଟିରେ ଦିଆଯାଉଛି। ଇଞ୍ଜେକ୍ସନ ଟିକା ଗ୍ରହଣ କରିବାକୁ ପସନ୍ଦ କରୁନଥିବା ଲୋକମାନଙ୍କୁ ଛୁଞ୍ଚିମୁକ୍ତ ଟିକା ପାଟିରେ ଦିଆଯାଇ ପାରିବ। ଏହା ପଦ୍ଧତି ଗରିବ ଦେଶରେ ଟିକାକରଣର କଭରେଜକୁ ବିସ୍ତାର କରିବାରେ ସାହାଯ୍ୟ କରିବ।
ଚାଇନାର ଅନଲାଇନ ମିଡିଆ ଆଉଟଲେଟ ଦ୍ୱାରା ପୋଷ୍ଟ କରାଯାଇଥିବା ଭିଡିଓରେ ଲୋକମାନେ ପାଟିରେ ଟିକା ନେଉଥିବାର ଦେଖିବାବୁ ମିଳୁଛି।

ଚାଇନାରେ କରୋନା ମାମଲା ପୁଣି ବଢ଼ିବାରେ ଲାଗିଛି। ଏହା ପରେ ପ୍ରଶାସନ ପକ୍ଷରୁ କଠୋର ପଦକ୍ଷେପ ଗ୍ରହଣ କରାଯାଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଏଠାରେ ଥିବା ପ୍ରମୁଖ ମନୋରଞ୍ଜନ ପାର୍କ ୟୁନିଭର୍ସାଲ ରିସର୍ଟକୁ ବନ୍ଦ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେହେରୁଙ୍କୁ ଟପିଲେ ମୋଦି: ଦେଶର ରାଜନୀତିରେ ନୂତନ ଅଧ୍ୟାୟ

ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍‌ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ…

ହର୍ମୁଜରେ ଜାହାଜ ଚଳାଚଳ ବନ୍ଦ, ଇରାନ ଉପରେ ଜୋରଦାର ଆକ୍ରମଣ କଲା ଆମେରିକା

ତେହରାନ,୧୦।୬: ଓମାନ ଉପକୂଳରେ ଆମେରିକୀୟ ସେନାର ଏକ ଆପାଚି ହେଲିକପ୍ଟରକୁ ଖସାଇ ଦେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନକୁ ୧୦ ବର୍ଷ ପୂର୍ତ୍ତି: ଗର୍ଭବତୀ ମହିଳାଙ୍କୁ ମାଗଣାରେ ଚିକିତ୍ସା

କେସିଙ୍ଗା,୧୦।୬( ତୁମେଶ୍ୱର ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦାରା ଗର୍ଭବତୀ ମହିଳା ଙ୍କନିରାପଦ ମାତୃତ୍ୱ ପ୍ରୋତ୍ସାହିତ ପାଇଁ ଗତ ୨୦୧୬ରେ ଆରମ୍ଭ କରାଯାଇଥିବା ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ…

ଜିନ୍‌ପିଙ୍ଗ୍‌ ଗଲେ କୋରିଆ

ବର୍ତ୍ତମାନ ସ୍ଥିତିରେ ବିଶ୍ୱରେ କେଉଁ ଦେଶ ଅଧିକ କ୍ଷମତାଶାଳୀ କହିବା କଷ୍ଟକର। ଦିନ ଥିଲା, ଆମେରିକା ଓ ରୁଷିଆ ସୁପରପାଓ୍ବାର ଭାବେ ରାଜୁତି କରୁଥିଲେ। ଚାଇନା ଶକ୍ତିଶାଳୀ…

ରାସ୍ତା ନିର୍ମାଣ ଦାବି, ଏକାଠି ହେଲେ ୩ ଗ୍ରାମବାସୀ: ବିକାଶ ପାଇଁ ଉଠିଲା ସ୍ବର

ପଦ୍ମପୁର,୧୦ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡ ବୁଡ଼ାମାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଭେଲୁଆଁପଦର ଗ୍ରାମର ୱାର୍ଡ ସଭ୍ୟ ସହଦେବ ସାହୁଙ୍କ ନେତୃତ୍ୱରେ ଆଜି ଭେଲୁଆଁପଦର ଗ୍ରାମରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…

ଧାନରେ ମଣ୍ଡି ଭର୍ତ୍ତି, ମିଲରଙ୍କ ଦେଖାନାହିଁ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୧୦।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉମାତ୍ର ୨ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସ୍ବାଭାବିକ…

ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିଲେ ୨ ଡ୍ରାଇଭର, ଧକ୍କାଦେଲେ କ୍ୟାଣ୍ଟର: ଆଉ ତା’ପରେ…

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଖଜୁରପଡା ଗ୍ରାମ ନିକଟସ୍ଥ ଜାତୀୟ ରାଜପଥ ୨୬ରେ ଦୁଇ ଜଣ ଡ୍ରାଇଭରଙ୍କୁ ଏକ କ୍ୟାଣ୍ଟର ବୁଧବାର ସକାଳ ସାଢ଼େ…

ଅଜଗରକୁ କୋଳରେ ଧରି ରିଲ୍ସ କରୁଥିଲେ ମହିଳା,ଏବେ ଭଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୦।୦୬: ସୋସିଆଲ ମିଡିଆରେ ଲୋକମାନେ ଲାଇକ ଏବଂ ଭ୍ୟୁ ପାଇଁ କେତେ ଦୂର ଯାଆନ୍ତି ତାହା ଦେଖାଇ ଆଉ ଏକ ଆଶ୍ଚର୍ଯ୍ୟଜନକ ଉଦାହରଣ ସାମ୍ନାକୁ ଆସିଛି। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri