ହୃଦ୍‌ଘାତ ସୃଷ୍ଟି କରିପାରେ ପାଟି ଇନ୍‌ଫେକ୍‌ଶନ

ଆମେ ଖାଇ ସାରିବା ପରେ ଭଲ ଭାବରେ ପାଟି ସଫା କରିବା ଦରକାର। ନ ହେଲେ ଦାନ୍ତ ମୂଳରେ ଖାଦ୍ୟର ଅବଶିଷ୍ଟାଂଶ ରହି ପାଟିରେ ଇନ୍‌ଫେକଶ୍‌ନ ସୃଷ୍ଟି କରିବାର ଆଶଙ୍କା ରହିଛି। ତା’ ସହ ଦାନ୍ତଜନିତ ସମସ୍ୟା ଦେଖାଦେଇପାରେ। ପାଟିରେ ଇନ୍‌ଫେକଶ୍‌ନ ରହିବା ଦ୍ୱାରା ହୃଦ୍‌ଘାତ ପରି ଗୁରୁତର ସମସ୍ୟାର ସମ୍ମୁଖୀନ ହେବାର ଆଶଙ୍କା ରହିଛି ବୋଲି ୟୁନିଭର୍ସିଟି ଅଫ ସିଡ୍‌ନୀ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ବିଶେଷଭାବରେ ପେରିୟେଡୋଣ୍ଟେଟିସ୍‌ ଯୋଗୁ ହୃଦ୍‌ଘାତ ଆଶଙ୍କା ଅଧିକ ଥାଏ ବୋଲି ସେମାନେ ସତର୍କ କରାଇ ଦେଇଛନ୍ତି। ପାଟିରେ ସଂକ୍ରମଣ ଦୀର୍ଘଦିନ ରହିବା ଦ୍ୱାରା ଦାନ୍ତମୂଳ ଧୀରେ ଧୀରେ ଦୁର୍ବଳ ହୋଇଯାଏ। ବେଳେବେଳେ ଏଥିରୁ ଆରୋଗ୍ୟ ପାଇଁ ବ୍ୟବହୃତ ମେଡିସିନ୍‌ର ପାର୍ଶ୍ୱପ୍ରତିକ୍ରିୟା ଯୋଗୁ ହୃଦ୍‌ଜନିତ ରୋଗ ହେବାର ଆଶଙ୍କା ରହିଛି ବୋଲି ପ୍ରକାଶିତ ରିପୋର୍ଟରୁ ଜଣାପଡିଛି। ଏଥିରୁ ନିଜକୁ ଦୂରେଇ ରଖିବା ପାଇଁ ସକାଳେ ଏବଂ ରାତିରେ ଖାଇବା ପରେ ଭଲ ଭାବରେ ଦାନ୍ତ ଘଷିବା ଦରକାର ।


Enter your email to get our daily news in your inbox.

All Right Reserved By Dharitri.Com

ତରୁଣ/ତରୁଣୀ ହେବା ପୂର୍ବରୁ ପିଲାଙ୍କୁ ଏସବୁ କାମ ଶିଖାନ୍ତୁ: ରହିବେ ନିର୍ଭୟ

ପିଲାଟିଏ ସ୍କୁଲରେ ପାଠପଢ଼ି ପାରେ। ମାତ୍ର କଥା ଯେତେବେଳେ ଜୀବନର ଉଠେ ତାହା ବିଦ୍ୟାଳୟ ନୁହେଁ ବରଂ ମା’ବାପା ଏହା ଭଲ ଭାବେ ଶିଖାଇପାରିବେ। ତେବେ...

କେଶ ରହିବ କଳା

ଅସନ୍ତୁଳିତ ଖାଦ୍ୟାଭ୍ୟାସ ଏବଂ ପରିବର୍ତ୍ତିତ ଜୀବନଶୈଳୀ ଯୋଗୁ ବର୍ତ୍ତମାନ ଅଳ୍ପ ବୟସରୁ ଅନେକଙ୍କର କେଶ ପାଚୁଥିବା ଦେଖିବାକୁ ମିଳୁଛି। ଯାହାକୁ ଲୁଚାଇବା ଲାଗି ଅନେକେ ରଙ୍ଗ...

ଉଡ଼ନ୍ତା ପାଉଁଶରୁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ

”ଆମ ପରିବେଶର ଏକ ପ୍ରମୁଖ ସମସ୍ୟା ଭାବରେ ଉଡ଼ନ୍ତା ପାଉଁଶ ଉଭାହୋଇଛି। ଏକବିଂଶ ଶତାବ୍ଦୀର ଦ୍ରୁତ ଶିଳ୍ପାୟନ ଫଳରେ ଏହା ଆମ ଆଗରେ ଏକ ପ୍ରମୁଖ...

ସାଉଣ୍ଡ ଫିଗର ଚାହୁଁଥିଲେ

ବର୍ତ୍ତମାନ ସ୍ଲିମ୍‌ ଟ୍ରେଣ୍ଡ ଚାଲିଛି। ହେଲେ ମହିଳାମାନେ ଆବଶ୍ୟକରୁ ଅଧିକ ପତଳା ହେବା ଦ୍ୱାରା ଫିଗରର ଆକର୍ଷଣ କମିଯାଏ। ଏମିତିରେ ଅନେକେ ମୋଟା ହେବା ଲାଗି...

ଏସବୁ ସମସ୍ୟା ଦୂରକରେ ମୂଳା

ଶୀତଦିନେ ଅଧିକ  ମୂଳା ବଜାରରେ ମିଳିଥାଏ। ତେବେ ନିୟମିତ  ମୂଳା ଖାଇବା ସ୍ବାସ୍ଥ୍ୟ ପାଇଁ  ଉପକାରୀ ହୋଇଥାଏ। ଏଥିରେ ଆୟୋଡିନ୍‌, କ୍ୟାଲସିୟମ ଏବଂ ଆଇରନ ପ୍ରଚୁର...

ବିଜ୍ଞାନ ଭାବନା

ଇଂରେଜ ପଦାର୍ଥ ବିଜ୍ଞାନୀ ଜନ୍‌ ଜିମ୍ୟାନ୍‌ କହିଥିଲେ,‘ବିଜ୍ଞାନ ହେଉଛି ସାମାଜିକ।’ ତେଣୁ ସମାଜ ବା ଜନସାଧାରଣଙ୍କ ସହ ବିଜ୍ଞାନ ଓତପ୍ରୋତ ଭାବେ ଜଡ଼ିତ। ତେଣୁ ବୈଜ୍ଞାନିକ...

ଘରେ ସୁଖ-ସମୃଦ୍ଧି ଆଣିଦିଏ ଚିମୁଟାଏ ଲୁଣ; ଏପରି କରନ୍ତୁ ବ୍ୟବହାର

ଖାଦ୍ୟ ପ୍ରସ୍ତୁତ ବେଳେ ଯେତେ ମସଲା ପକାଇଲେ ବି ଲୁଣ ପକାଇବା ପରେ ତାର ସ୍ବାଦ ଆସିଥାଏ। ଯଦିଓ ଲୁଣକୁ ଖାଦ୍ୟପେୟର ଅଭିନ୍ନ ଅଙ୍ଗ କୁହାଯାଏ,...

ବୁଧବାର ବିଶ୍ୱକର୍ମା ପୂଜା: ରାଶି ଅନୁଯାୟୀ ଏପରି କରନ୍ତୁ ଉପାୟ, ବ୍ୟବସାୟରେ ହେବ ଉନ୍ନତି

ବିଶ୍ୱକର୍ମା ପୂଜା ଦିନ ବିଶ୍ୱକର୍ମା ଋଷିଙ୍କୁ ପୂଜା କରାଯାଇଥାଏ। ଏହାଦ୍ୱାରା ବ୍ୟାପାରରେ ଉନ୍ନତି ପରିଲକ୍ଷିତ ହୋଇଥାଏ ବୋଲି ମାନ୍ୟତା ରହିଛି। ତେବେ ଚଳିତ ବର୍ଷ ସେପ୍ଟେମ୍ବର...

Advertisement
Archives

Model This Week