Posted inଜାତୀୟ

ଶିଶୁଙ୍କ ସହିତ ଓରାଲ ଯୌନ ସମ୍ପର୍କ ଗୁରୁତର ଅପରାଧ ନୁହେଁ, ହାଇକୋର୍ଟଙ୍କ ରାୟ ନେଇ ବିବାଦ…

ଆହ୍ଲାବାଦ୍‌,୨୩।୧୧: ଶିଶୁଙ୍କ ସହିତ ଓରାଲ ଯୌନ ସମ୍ପର୍କ ମାମଲାରେ ଆହ୍ଲାବାଦ ହାଇକୋର୍ଟ ଏକ ବିବାଦୀୟ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ, ଯୌନ ସମ୍ପର୍କକୁ ’ଗୁରୁତର ଅପରାଧ ଭାବେ ଗ୍ରହଣ କରାଯାଇ ପାରିବ ନାହିିଁ। ଏହା ସହିତ କୋର୍ଟ ଦୋଷୀ ସାବ୍ୟସ୍ତ ହୋଇଥିବା ଅପରାଧିଙ୍କ ଦଣ୍ଡାଦେଶକୁ କୋହଳ କରିଛନ୍ତି। ନିମ୍ନ ଅଦାଲତଙ୍କ ୧୦ ବର୍ଷର କାରାଦଣ୍ଡାଦେଶକୁ ହାଇକୋର୍ଟ କମାଇ ୭ ବର୍ଷ କରିଛନ୍ତି। ଶିଶୁଙ୍କ ସହ ଓରାଲ ଯୌନ ସମ୍ପର୍କ ଥିବା ମାମଲାର ଶୁଣାଣି ବେଳେ କୋର୍ଟ ଏଭଳି କହିଛନ୍ତି।

ପୋକ୍ସୋ ଆକ୍ଟର ଧାରା ୪ ଅନ୍ତର୍ଗତ ଅପରାଧୀଙ୍କ ପ୍ରତି ଦଣ୍ଡବିଧାନ କରିଥିଲେ ମଧ୍ୟ ଆକ୍ଟର ଧାରା ୬ ଏବଂ ୧୦ ଅନ୍ତର୍ଗତ ଦଣ୍ଡାଦେଶ କରିବାକୁ ମନା କରିଛନ୍ତି। ଏହା ସହିତ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିଙ୍କୁ ୫୦୦୦ ଟଙ୍କାର ଜରିମାନା ଦଣ୍ଡାଦେଶ କରିଛନ୍ତି। ନିମ୍ନ ଅଦାଲତଙ୍କ ଦଣ୍ଡାଦେଶ ବିରୋଧରେ ସୋନୁ କୁଶଓ୍ବାହା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହା ବିଚାର କରି ବିଚାରପତି ଅନୀଲ କୁମାର ଓଝାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି ବିବାଦୀୟ ରାୟ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri