ଆହୁରି ୩ ଦିନ କଲବଲ କରିବ ଝଡବର୍ଷା, ଆଜି ଏହି ୭ଜିଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର,୮।୬: ଦିନରେ ପ୍ରବଳ ଗରମ ଗୁଳୁଗୁଳି ହେଉଥିବା ବେଳେ ସନ୍ଧ୍ୟା ହେଲେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳୁଛି । ଅନେକ ସ୍ଥାନରେ କ୍ଷୟକ୍ଷତି ହେଉଛି । ତେବେ ଆହୁରି ଆଗାମୀ କିଛି ଦିନ ଏଭଳି ସ୍ଥିତି ରହିବା ନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସାତ ଜିଲାକୁ ଝଡ଼ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ମାଲକାନଗିରି, କୋରାପୁଟ, ନବରଙ୍ଗପୁରକୁ ଓ୍ବାର୍ନିଂ ଜାରି କରାଯାଇଛି ।

ଆସନ୍ତାକାଲି ପାଇଁ ପାଣିପାଗ ବିଭାଗ କୋଡିଏଟି ଜିଲାକୁ ଆଲର୍ଟ ଜାରି କରିଛି । ଆସନ୍ତା ୩ ଦିନ ମଧ୍ୟ କାଳବୈଶାଖୀର ପ୍ରକୋପ ଜାରି ରହିବା ନେଇ କୁହାଯାଇଛି । ଯଦି ଆମେ ଭୁବନେଶ୍ବର କଥା ଦେଖିବା ତାହେଲେ ଲଗାତାର ଦୁଇଦିନ ହେବ ଦିନରେ ପ୍ରବଳ ଗୁଳୁଗୁଳି ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳୁଛି । ଅନେକ ସ୍ଥାନରେ ଗଛ ମଧ୍ୟ ଉପୁଡି ପଡିଥିବା ଚିତ୍ର ନଜିର ହୋଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ୟାବିନେଟ ମିଟିଂ ପରେ ଧର୍ମେନ୍ଦ୍ରଙ୍କୁ ନେଇ ଆସିଲା ବଡ଼ ଖବର, ଇସ୍ତଫା…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ।…

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ…

ବାଂଲାଦେଶକୁ ବଡ଼ ଝଟକା, ଇସ୍ତଫା ଦେଲେ ରାଷ୍ଟ୍ରପତି

ଢାକା,୨୪।୭: ବାଂଲାଦେଶ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ୨୪ ଜୁଲାଇ, ୨୦୨୬ରେ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ସଂସଦର ବାଚସ୍ପତିଙ୍କୁ ଏକ…

ଭୟଙ୍କର ଦୁର୍ଘଟଣା, ଗାଡ଼ି ଉପରେ ଖସି ପଡ଼ିଲା ମାଟି ଅତଡ଼ା, ୧୩ ମୃତ

ପାଙ୍ଗି,୨୪।୭: ସାରା ଦେଶରେ ମୌସୁମୀ ବର୍ଷା ଜାରି ରହିଛି। କିଛି ଅଞ୍ଚଳ ଏବେ ବି ବର୍ଷା ଅପେକ୍ଷାରେ ଥିବା ବେଳେ, ପାହାଡ଼ି ରାଜ୍ୟ ସମେତ ଅନ୍ୟାନ୍ୟ ଅନେକ…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri