Posted inଖେଳ

ଆଇପିଏଲ ୨୦୨୨: ଅରେଞ୍ଜ-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି କେଉଁ ଖେଳାଳି ଜାଣନ୍ତୁ

ପୁଣେ,୮।୪: ଆଇପିଏଲ ୨୦୨୨ରେ ଏପର୍ଯ୍ୟନ୍ତ ୧୫ଟି ମ୍ୟାଚ ଖେଳାଯାଇଛି। ଏହି ସମୟ ମଧ୍ୟରେ କୋଲକାତା ନାଇଟ ରାଇଡର୍ସ ପଏଣ୍ଟ ଟେବୁଲ ଶୀର୍ଷରେ ଅଛି। କେକେଆର୍‌ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ୬-୬ ପଏଣ୍ଟ ପାଇଛନ୍ତ। କିନ୍ତୁ ନେଟ ରନ ହାର ଦୃଷ୍ଟିରୁ ଲକ୍ଷ୍ନୌ କେକେଆର୍‌ ପଛରେ ଅଛି। ରାଜସ୍ଥାନ ରୟାଲ୍ସ (ଆରଆର) ତୃତୀୟ, ଗୁଜରାଟ ଟାଇଟାନ୍ସ (ଜିଟି) ଚତୁର୍ଥ, ପଞ୍ଜାବ କିଙ୍ଗ୍ସ (ପିବିକେଏସ) ପଞ୍ଚମ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଷଷ୍ଠ ସ୍ଥାନରେ ରହିଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଷ୍ଟମ, ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ନବମ ଏବଂ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୧୦ମ ସ୍ଥାନରେ ଅଛି।
ଅରେଞ୍ଜ୍‌ କ୍ୟାପ ରେସ୍‌
୨୦୫ ରନ ସହ ଜୋସ ବଟଲର୍‌ ଅରେଞ୍ଜ୍‌ କ୍ୟାପ ରେସରେ ଆଗୁଆ ରହିଛନ୍ତି ଏବଂ ଦ୍ୱିତୀୟ ସ୍ଥାନରେ କ୍ୱିଣ୍ଟନ ଡି କକ (୧୪୯) ରନ୍‌ କରିଛନ୍ତି। ଇଶାନ କିଶନ (୧୪୯) ତୃତୀୟ ସ୍ଥାନରେ ରହିଛନ୍ତି, କେଏଲ ରାହୁଲ (୧୩୨) ଚତୁର୍ଥ ଏବଂ ଦୀପକ ହୁଡା (୧୩୦) ପଞ୍ଚମ ସ୍ଥାନରେ ଅଛନ୍ତି।

ପର୍ପଲ କ୍ୟାପ ରେସ୍‌
ପର୍ପଲ କ୍ୟାପ୍‌ ରେସ୍‌ରେ ଉମେଶ ଯାଦବ ସର୍ବାଗ୍ରେ ଅଛନ୍ତି। ଉମେଶ ଏପର୍ଯ୍ୟନ୍ତ ୯ଟି ଉଇକେଟ ନେଇଛନ୍ତି। ଦ୍ୱିତୀୟରେ ୟୁଜବେନ୍ଦ୍ର ଚହଲ (୭) ଏବଂ ତୃତୀୟ ସ୍ଥାନରେ ଆଭେଶ ଖାନ (୭) ଅଛନ୍ତି। ରାହୁଲ ଚହର ୬ଟି ଉଇକେଟ ନେଇ ଚତୁର୍ଥ ଏବଂ କୁଲଦୀପ ଯାଦବ (୬) ପଞ୍ଚମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri