୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ: ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୯ା୯(ବ୍ୟୁରୋ): ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟକାର ପଶ୍ଚିମ ଭାଗ ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି। ଫଳରେ ଦୁଇ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ଅରେଞ୍ଜେ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା ଜଗତସିଂହପୁର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗୁରୁବାର ସକାଳ ୮ଟାରୁ ଶୁକ୍ରବାର ସକାଳ ସାଢ଼େ ୮ଟା ଭିତରେ ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ଅବହେଳାରୁ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ଆଣିଲେ ସ୍ତ୍ରୀ

ରଣପୁର,୩୧।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁରରେ ଥିବା ବସନ୍ତ ମଞ୍ଜରୀ ସ୍ବାସ୍ଥ୍ୟ ନିବାସରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଚିକିତ୍ସାରେ ଅବହେଳା ଯୋଗୁ ଜଣେ...

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ: ଭୋଟ ଦେଲେନି ବିଧାୟକ ମୋକିମ

କଟକ ଅଫିସ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ସୋମବାର ମତଦାନ ପ୍ରକ୍ରିୟା ଶେଷ ହୋଇଛି। ଇତି ମଧ୍ୟରେ କଂଗ୍ରେସର ପଦାଧିକାରୀ ନିଜ ମତ ସାବ୍ୟସ୍ତ କରିଥିବା...

ଖୋ ଖୋ ଭଳି ସ୍ବଦେଶୀ ଖେଳକୁ ପ୍ରୋତ୍ସାହନ ଉପରେ ଫୋକସ

ଭୁବନେଶ୍ୱର, ୨।୮ (କ୍ରୀଡ଼ା ପ୍ରତିନିଧି):ଅଲ୍‌ଟିମେଟ ଖୋ ଖୋ ଲିଗ୍‌ର ପ୍ରଥମ ସଂସ୍କରଣରେ ଭାଗନେବାକୁ ଯାଉଥିବା ଓଡ଼ିଶା ଜଗରନଟ୍ସର ଜର୍ସି ଉନ୍ମୋଚନ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କେନ୍ଦ୍ର, ରାଜ୍ୟସରକାରଙ୍କ ସମସ୍ତ ଅଫିସ୍‌, ବ୍ୟାଙ୍କ ବନ୍ଦ

ଭବାନୀପାଟଣା,୧।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ସ୍ଥାୟୀ ହାଇକୋର୍ଟ ପ୍ରତିଷ୍ଠା ଦାବି ନେଇ ଚାଲିଥିବା ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି । କଳାହାଣ୍ଡି ଜିଲା ଓକିଲ ସଂଘର ଆହ୍ବାନକ୍ରମେ...

ଓଲଟି ପଡ଼ିଲା ତେଲ ବୋଝେଇ ଟ୍ୟାଙ୍କର: ତେଲ ବୋହି ନେଲେ ଲୋକେ

ବଇଣ୍ଡା,୩୧।୭(ଡି.ଏନ.ଏ.): କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ହଣ୍ଡପା ଥାନା ବଇଶିଣା ନିକଟରେ ବୁଧବାର ସକାଳେ ଏକ ପେଟ୍ରୋଲ ଓ ଡିଜେଲ ବୋଝେଇ ଟ୍ୟାଙ୍କର ଭାରସାମ୍ୟ ହରାଇ...

ଖଣି ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ

ଯୋଡ଼ା, ୮।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲାର ଖଣିଖାଦାନ ଭରା ଯୋଡା ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ ହୋଇଥିବା ବେଳେ ଗ୍ରାହକ ହଇରାଣ ହେଉଛନ୍ତି। ଯୋଡା ସହରରେ ଥିବା...

ବାଲିର ପୂର୍ବତନ ଗଭର୍ନରଙ୍କ ଓଡ଼ିଶା ଗସ୍ତ: ୧୦ ଜଣଙ୍କୁ ‘କଳିଙ୍ଗ-ବାଲି ସଙ୍ଗମ’ ସମ୍ମାନ

ଭୁବନେଶ୍ୱର, ୭ା୯(ବ୍ୟୁରୋ): ଇଣ୍ଡୋନେସିଆ ବାଲିର ପୂର୍ବତନ ଗଭର୍ନର ଆଇ ମେଡ୍‌ ମଙ୍ଗ୍‌କୁ ୧୦ଜଣିଆ ପ୍ରତିନିଧି ଦଳ ସହ ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ...

ଭୁବନେଶ୍ୱରରୁ ଆଜି ପୁଣି ୨୪ ପଜିିଟିଭ୍‌ ଚିହ୍ନଟ: ୪୨ ସୁସ୍ଥ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦ ଜଣ ରହିଥିବା ବେଳେ ଲୋକାଲ କେସ୍‌...

Advertisement
Archives

Model This Week