୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ: ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୯ା୯(ବ୍ୟୁରୋ): ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟକାର ପଶ୍ଚିମ ଭାଗ ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି। ଫଳରେ ଦୁଇ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ଅରେଞ୍ଜେ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା ଜଗତସିଂହପୁର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗୁରୁବାର ସକାଳ ୮ଟାରୁ ଶୁକ୍ରବାର ସକାଳ ସାଢ଼େ ୮ଟା ଭିତରେ ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସୁସ୍ଥ ହେଲେ ୩୦୯ କରୋନା ଆକ୍ରାନ୍ତ

ଭୁବନେଶର,୨୧।୧୨: ରାଜ୍ୟରେ ସୋମବାର ୩୦୯ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ସୁସ୍ଥଙ୍କ ସଂଖ୍ୟା ମୋଟ ୩,୨୧,୯୫୬ରେ ପହଞ୍ଚିଛି। ଅନୁଗୁଳ ଜିଲ୍ଲାରୁ...

ନିମାପଡା ସହରରେ ଟ୍ରେଣ୍ଡସ’ର ନୂଆ ଆଉଟଲେଟ ଉଦଘାଟିତ

ଭୁବନେଶ୍ୱର,୮ା୩ : ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ରିଲାଏନ୍ସ ରିଟେଲର ଆପାରେଲ ଏବଂ ଆସେସରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସ’ର ନୂତନ ଆଉଟ୍‌ଲେଟ ନିକଟରେ ପୁରୀ ଜିଲାର...

କରୋନା ବିଫଳତା ନେଇ ୧୩ ଦଳର ପ୍ରତିବାଦ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): କରୋନା ସମୟରେ ରାଜ୍ୟ ସରକାରଙ୍କ ପରିଚାଳନାଗତ ବିଫଳତାକୁ ନେଇ ଶୁକ୍ରବାର କଂଗ୍ରେସ ସମେତ ରାଜ୍ୟର ୧୩ ରାଜନୈତିକ ଦଳ ଭୁବନେଶ୍ୱରସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକଠାରେ ବିକ୍ଷୋଭ...

ଖୁବ୍‌ଶୀଘ୍ର ଗର୍ଭବତୀଙ୍କୁ ଟିକା

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଗର୍ଭବତୀଙ୍କୁ ଟିକା ଦିଆଯିବ। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଗୁରୁବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗର୍ଭବତୀମାନଙ୍କୁ ଟିକାକରଣ ପାଇଁ...

ମଞ୍ଚେଶ୍ୱରରୁ ନକଲି ଇଞ୍ଜିନ ଅଏଲ କାରଖାନା ଠାବ

ଭୁବନେଶ୍ୱର,୩୦ା୯ (ବ୍ୟୁରୋ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ସମେଇଗାଡିଆ ଅଞ୍ଚଳରେ ଚାଲିଥିଲା ନକଲି ଇଞ୍ଜିନ ଅଏଲ କାରଖାନା। ମଙ୍ଗଳବାର କମିଶନରେଟ ପୋଲିସର କୁଇକ୍‌ ଆକ୍ସନ ଟିମ୍‌ ଓ ସ୍ଥାନୀୟ...

ରୁଙ୍ଗ୍‌ଟାରେ ୧୧ ହଜାର କୋଟିର ପୁଞ୍ଜି ନିବେଶ

ଭୁବନେଶ୍ୱର (ବ୍ୟୁରୋ)/ଢେଙ୍କାନାଳ ଅଫିସ ୧୫।୭: ୨୦୩୦ ମସିହା ସୁଦ୍ଧା ରାଜ୍ୟରେ ଇସ୍ପାତ ଉତ୍ପାଦନ ୧୦୦ ମିଲିୟନ ଟନ୍‌ରେ ପହଞ୍ଚତ୍ବ। ଏଥିଲାଗି ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ...

ଘରେ ରହି ପାଳନ କରନ୍ତୁ ପୂଜା; ସତର୍କତା ଅବଲମ୍ବନ କରନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ଭିଡିଓବାର୍ତ୍ତା ମାଧ୍ୟମରେ ସମ୍ବୋଧନ କରିଛନ୍ତି। ଶାରଦୀୟ ପୂଜା ସମୟରେ ସତର୍କତା ଅବଲମ୍ବନ କରିବାକୁ...

ଇଦ୍‌ ପାଳି ଫେରୁଥିବା ବେଳେ ଦୁର୍ଘଟଣା: ଚାଲିଗଲା ୨ ଯୁବକଙ୍କ ଜୀବନ

ଚାନ୍ଦବାଲି, ୩।୫ (ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ଥାନା କେନ୍ଦ୍ରାପଡ଼ା-ଚାନ୍ଦବାଲି ରାସ୍ତାର ତାରିଣୀ ଛକ ନିକଟରେ ମଙ୍ଗଳବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ୨ ଯୁବକଙ୍କ...

Advertisement
Archives

Model This Week