ବେଆଇନ୍‌ ଚିକିତ୍ସାଳୟ ଚିହ୍ନଟ ପାଇଁ ନିର୍ଦ୍ଦେଶ

ଛତ୍ରପୁର,୧୦ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଅନେକ ବେଆଇନ ଚିକିତ୍ସାଳୟ ଥିବା ଜିଲା ପ୍ରଶାସନର ନଜରକୁ ଆସିଛି। କେତେକ ଚିକିତ୍ସାଳୟରେ ଭ୍ରୁଣ ନିରୂପଣ କରି ଗର୍ଭପାତ ଭଳି ଜଘନ୍ୟ କାର୍ଯ୍ୟ କରାଯାଉଥିବା ମଧ୍ୟ ଜଣାପଡ଼ିଛି। ଅନେକ ଗୁଡିଏ ଚିକିତ୍ସାଳୟ ଗୋଟିଏ ପ୍ରକାର ସେବା ନିମନ୍ତେ ଲାଇସେନ୍ସ ଗ୍ରହଣ କରି ବେଆଇନ କାର୍ଯ୍ୟରେ ଲିପ୍ତ ରହୁଛନ୍ତି। ରୋଗ ନିରୂପଣ କେନ୍ଦ୍ରଗୁଡ଼ିକରେ ଧାର୍ଯ୍ୟ ମୂଲ୍ୟ ଠାରୁ ଜୋର ଜବରଦସ୍ତ ଅଧିକ ଅର୍ଥ ଆଦାୟ କରାଯାଉଛି। ଅନେକ କ୍ଷେତ୍ରରେ ଦେଖାଯାଉଛି, ନୂତନ ମେଶିନ୍‌ ବଦଳରେ ବହୁ ପୁରୁଣା ମେଶିନର ବ୍ୟବହାର ହେଉଛି। ଏଭଳି ସମସ୍ତ କ୍ଷେତ୍ରକୁ ଆଧାର କରି ଚଢାଉ ଏବଂ ଯାଞ୍ଚ କାର୍ଯ୍ୟକୁ ଜୋରଦାର୍‌ କରାଯିବ। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ଗର୍ଭଧାରଣ ପୂର୍ବ ଓ ପରବର୍ତ୍ତୀ ଲିଙ୍ଗ ନିରୂପଣ ଆଇନ୍‌ର ଜିଲା ଉପଦେଷ୍ଟା କମିଟି ବୈଠକରେ ଜିଲାପାଲ ଏହି ନିର୍ଦ୍ଦେଶ ଦେଇଛନ୍ତି।

ଏପରି କି ଯେ କେହି ବି କନ୍ୟା ଭ୍ରୁଣ ହତ୍ୟା ଖବର ପାଉଛନ୍ତି ଶୁଳ୍କବିହୀନ ନମ୍ବର ୨୬୩୮୦୦କୁ ଫୋନ୍‌ କରି ଜଣାଇବାକୁ କୁହାଯାଇଛି। ଫୋନ୍‌ କରି ଜଣାଉଥିବା ବ୍ୟକ୍ତିଙ୍କ ନାମ ଗୋପନ ରଖାଯିବ। ତେଣୁ ନିର୍ଭୟରେ ଫୋନ୍‌ କରି ଜିଲା ପ୍ରଶାସନକୁ ଅବଗତ କରାଇବା ପାଇଁ ଜିଲାପାଳଙ୍କ ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri