ଭୁବନେଶ୍ୱର ୨୨।୯(ବ୍ୟୁରୋ): କୋଭିଡ-୧୯ ମହାମାରୀ ସମୟରେ ରାଜ୍ୟକୁ କିପରି ଅଧିକ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରାଯାଇ ପାରିବ ସେ ନେଇ ସମସ୍ତ ବିଭାଗ ବ୍ୟବସାୟ ସଂସ୍କାର ଆକ୍ସନ ପ୍ଲାନ(ବିଆରଏପି)କୁ ତୃଣମୂଳ ସ୍ତରରୁ କାର୍ଯ୍ୟକାରୀ କରିବା ଲାଗି ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧି୍କାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ଭିଡିଓ କନଫରେନ୍ସ ଜରିଆରେ ରାଜ୍ୟର ବ୍ୟବସାୟିକ ସଂସ୍କାରର ସମୀକ୍ଷା କରାଯାଇଥିଲା। ସମସ୍ତ ନାଗରିକ ସେବାଗୁଡିକୁ ଅନଲାଇନରେ କରିବାକୁ ମୁଖ୍ୟ ଶାସନ ସଚିବ ବିଭାଗଗୁଡିକୁ ପରାମର୍ଶ ଦେଇଛନ୍ତିି।
ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି
ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍ର…
ଖଡ଼ିଆଳ କଲେଜ ସାଇନ୍ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ
ଖଡ଼ିଆଳ,୧୧ା୧୦(ସୁଜିତ୍ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…
ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼
ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…
କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି
କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…
ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…
ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…
ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ
ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…
ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ
ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…
ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ
ପୁରୀ,୧୧।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

