ଭୁବନେଶ୍ୱର,୩।୨(ବ୍ୟୁରୋ): ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି-୬ର ନବମ ବୈଠକ କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟର କୃଷକମାନଙ୍କ ଧାନ ବିକ୍ରିଜନିତ ସମସ୍ୟା ଉପରେ ମୁଖ୍ୟତଃ ଆଲୋଚନା ହୋଇଥିଲା। ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା ମଣ୍ଡିଗୁଡିକ ବନ୍ଦ ହେବାକୁ ଥିବାରୁ କୃଷକମାନଙ୍କ ପାଖରେ ଗଚ୍ଛିତ ଥିବା ଧାନ କିଣିବା ପାଇଁ ଯୋଗାଣ ଓ ସମବାୟ ବିଭାଗକୁ କମିଟି ନିର୍ଦ୍ଦେଶ ଦେଇଛି। ସେହିପରି ଚାଷୀମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ ପ୍ରତ୍ୟେକ ମଣ୍ଡିରେ ସିସିଟିଭି ଲଗାଯିବା ସହିତ ଆବଶ୍ୟକ ଗୋଦାମ ଘର ନିର୍ମାଣ ଲାଗି କମିଟି ପରାମର୍ଶ ଦେଇଛି। ଏହାଛଡା ଚାଷୀଙ୍କୁ ଅଖା ବ୍ୟାଗ୍ ପିଛା ୧୦ ଟଙ୍କା ଏବଂ ପ୍ଲାଷ୍ଟିକ ବ୍ୟାଗ୍ ପିଛା ୫ଟଙ୍କା ଲେଖାଏ ପ୍ରଦାନ ଲାଗି ସୋସାଇଟିଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି।
ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା
ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…
ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ
ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…
ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର
ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…
ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…
ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…
College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…
ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…
ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର
ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…
କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ
ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…
ସ୍ମାର୍ଟ କ୍ଲାସ୍ରୁମ୍ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର
ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍ରୁମ୍ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍ରୁମ୍…

