Posted inଜାତୀୟ

ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଘଟଣାରେ ୬ଘଣ୍ଟାରେ ଏତଲା ଦେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୬ା୮: କୋଲକାତାର ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାକୁ ନେଇ ଦେଶବ୍ୟାପୀ ଆନ୍ଦେଳାନ ଜାରି ରହିଛି। ଡ୍ୟୁଟିରେ ଥିବା କୌଣସି ସ୍ବାସ୍ଥ୍ୟ କର୍ମଚାରୀଙ୍କ ପ୍ରତି ହିଂସା ଘଟଣାରେ ୬ ଘଣ୍ଟା ମଧ୍ୟରେ ଏତଲା ଦାଏର କରିବାକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମେଡିକାଲ କଲେଜ ଓ ହସ୍ପିଟାଲର ମୁଖ୍ୟମାନଙ୍କୁ କୁହାଯାଇଛି।

ଏମ୍ସ ସମେତ ଦେଶର ସମସ୍ତ କେନ୍ଦ୍ରୀୟ ସରକାରୀ ହସ୍ପିଟାଲର ଡାକ୍ତର ଓ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ, ସମସ୍ତ ମେଡିକାଲ କଲେଜର ପ୍ରିନି୍ସପାଲଙ୍କୁ ସ୍ବାସ୍ଥ୍ୟସେବା ମହାନିର୍ଦ୍ଦେଶକ (ଡିଜିଏଚ୍‌ଏସ୍‌) ଡ. ଅତୁଲ ଗୋଏଲ୍‌ ଏହି ମର୍ମରେ ନିର୍ଦ୍ଦେଶନାମା ଜାରି କରିଛନ୍ତି। ହସ୍ପିଟାଲଗୁଡ଼ିକରେ ଡାକ୍ତର ଓ ଅନ୍ୟ କର୍ମଚାରୀମାନଙ୍କ ପ୍ରତି ହିଂସା ଆଜିକାଲି ସାଧାରଣ ଘଟଣାରେ ପରିଣତ ହୋଇଥିବା ଲକ୍ଷ୍ୟ କରାଯାଇଛି। କର୍ତ୍ତବ୍ୟରତ କୌଣସି ସ୍ବାସ୍ଥ୍ୟସେବା କର୍ମଚାରୀଙ୍କ ପ୍ରତି ହିଂସାକାଣ୍ଡ ଘଟିଲେ, ସର୍ବାଧିକ ୬ ଘଣ୍ଟା ମଧ୍ୟରେ ଏତଲା ଦେବା ଅନୁଷ୍ଠାନ ମୁଖ୍ୟଙ୍କ ଦାୟିତ୍ୱ ବୋଲି ଉକ୍ତ ମେମୋରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?