ତୁରନ୍ତ ପ୍ରକଳ୍ପ କାମ ଆରମ୍ଭ ଲାଗି ନିର୍ଦ୍ଦେଶ

ବନ୍ତ, ୧।୪ (ଡି.ଏନ୍‌.ଏ./ସ୍ବ.ପ୍ର.) ଭଦ୍ରକ ଜିଲା ବନ୍ତ ବ୍ଲକ ମହାନ୍ତିପଡ଼ା ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ନେଇ ଗୁରୁବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ସାହୁ ପଞ୍ଚାୟତ ପରିଦର୍ଶନ କରିଛନ୍ତି। ଉକ୍ତ ପଞ୍ଚାୟତରେ ରୁରାଲ୍‌ ପାର୍କ, ଖେଳପଡ଼ିଆ, କଲ୍ୟାଣ ମଣ୍ଡପ ନିର୍ମାଣ ସହ ଆଶାମଣି ଉଚ୍ଚ ବିଦ୍ୟାପୀଠର ଭିତ୍ତିଭୂମି ବିକାଶ ନେଇ ଉପଯୁକ୍ତ ସ୍ଥାନ ପରିଦର୍ଶନ କରି ତୁରନ୍ତ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରିବାକୁ ସେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଜେନା, ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ, ବିଡିଓ ଶୁଭଦର୍ଶନ ମିଶ୍ର, ସରପଞ୍ଚ ନିହାର ରଞ୍ଜନ ପଣ୍ଡା, ସମିତିସଭ୍ୟ ନିର୍ମଳ କୁମାର ନାୟକ, କନିଷ୍ଠ ଯନ୍ତ୍ରୀ ପ୍ରଦୀପ୍ତ ପରିଡ଼ା, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସଙ୍ଗୀତାରାଣୀ ପାଣିଗ୍ରାହୀ, ଏଷ୍ଟିମେଟର ଜ୍ଞାନେନ୍ଦ୍ର ଜେନା, ଗ୍ରାମରୋଜଗାର ସେବକ ସୁବୋଧ ରାଉତ, ପଞ୍ଚାୟତ ବିଜେଡି ସଭାପତି ନନ୍ଦ କିଶୋର ନାୟକଙ୍କ ସହ ସମସ୍ତ ୱାର୍ଡସଭ୍ୟଙ୍କ ଉପସ୍ଥିତିରେ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ସମୀକ୍ଷା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?