ଘରୋଇ ହସ୍ପିଟାଲକୁ ସିଲ୍‌ କରିବା ପାଇଁ ଉପଜିଲାପାଳଙ୍କ ନିର୍ଦ୍ଦେଶ

କଟକ,୩୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ସିଡିଏସ୍ଥିତ ନ୍ୟୁ ବର୍ନ ଆଣ୍ଡ୍‌ ପେ୍‌ ହେଲ୍‌ଥ ସେଣ୍ଟର ଘରୋଇ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଘଟଣାରେ ଜିଲା ପ୍ରଶାସନର କାର୍ଯ୍ୟାନୁଷ୍ଠାନ।

କଟକ ଉପଜିଲାପାଳ ଜ୍ୟୋତିଶଙ୍କର ରାଏଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ହସ୍ପିଟାଲରେ ପହଞ୍ଚି ତଦନ୍ତ କରିଛନ୍ତି। ତଦନ୍ତ ସମୟରେ ପ୍ରମାଣପତ୍ର ଠିକ୍‌ ନ ଥିବାରୁ ୭ ଦିନ ମଧ୍ୟରେ ସିଲ୍‌ କରିବାକୁ ନିର୍ଦ୍ଦେଶ ଦେଇଥିବା ନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମକରନ୍ଦ ବେଉରା ସୂଚନା ଦେଇଛନ୍ତି। ପରେ ମୃତ ଶିଶୁର ପରିବାର ଲୋକ ଧାରଣା ପ୍ରତ୍ୟାହୃତ କରିଥିଲେ।

ସୂଚନାନୁଯାୟୀ, ଯାଜପୁର କୋରାଇ ଅଞ୍ଚଳର ସୁପ୍ରଭା ବିଶ୍ୱାଳ ଓ ରାଜେନ୍ଦ୍ର ସାହୁଙ୍କର ଗତ ୨୬ ଅକେଫାବରରେ ଏକ ଶିଶୁପୁତ୍ର ଯାଜପୁର ମେଡିକାଲଠାରେ ଜନ୍ମ ହୋଇଥିଲା। ଶିଶୁଟିର ନିଃଶ୍ୱାସ ନେବାରେ ଅସୁବିଧା ହେବାରୁ ଭେଣ୍ଟିଲେଟର ଆବଶ୍ୟକ ଥିଲା। ଶିଶୁଟିକୁ ଯାଜପୁର ମେଡିକାଲରୁ କଟକ ଶିଶୁଭବନକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ଶିଶୁଭବନରେ ଭେଣ୍ଟିଲେଟର ଫାଙ୍କା ନ ଥିବା ଜାଣି ପରିବାର ଲୋକ ଶିଶୁଟିକୁ ଉକ୍ତ ଘରୋଇ ହସ୍ପିଟାଲକୁ ନେଇ ଭର୍ତ୍ତି କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri