ଲିଙ୍ଗରାଜ ମନ୍ଦିର ପାଇଁ ଅଧ୍ୟାଦେଶ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ଶୈଳୀରେ ରାଜ୍ୟ ସରକାର ଲିଙ୍ଗରାଜ ମନ୍ଦିର ପରିଚାଳନା କରିବାକୁ ଚାହୁଁଛନ୍ତି। ଏଥିଲାଗି ଅଧ୍ୟାଦେଶ ମାଧ୍ୟମରେ ନୂତନ ଆଇନ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି। ଉକ୍ତ ଅଧ୍ୟାଦେଶ ମଙ୍ଗଳବାର କ୍ୟାବିନେଟ ଅନୁମୋଦନ ଲାଭ କରିଛି। ଲିଙ୍ଗରାଜ ମନ୍ଦିର, ଏହାର ପାର୍ଶ୍ୱ ମନ୍ଦିର ଏବଂ ମଠର ସୁପରିଚାଳନାରେ ଏହା ସହାୟକ ହେବ। ଉକ୍ତ ଅଧ୍ୟାଦେଶ ମାଧ୍ୟମରେ ପରିଚାଳନା କମିଟି ଗଠନ, କମିଟିକୁ କ୍ଷମତା ପ୍ରଦାନ, ପ୍ରଶାସକ ନିଯୁକ୍ତି, ମନ୍ଦିରର ସମସ୍ତ ସ୍ଥାବର ଅସ୍ଥାବର ସମ୍ପତ୍ତିର ରକ୍ଷଣାବେକ୍ଷଣ, ସେବାୟତଙ୍କ ଦାୟିତ୍ୱ, ମନ୍ଦିର ପାଣ୍ଠି ସ୍ଥାପନ ଏବଂ ପରିଚାଳନା ଆଦି ଗୁରୁତ୍ୱପୂର୍ଣ୍ଣ ବିଷୟ ପାଇଁ ଏହି ଆଇନରେ ବ୍ୟବସ୍ଥା ରହିବ। ଏଥିସହିତ ଶ୍ରଦ୍ଧାଳୁଙ୍କ ଆଗମନ, ପୂଜାର୍ଚ୍ଚନା ପାଇଁ ସମସ୍ତ ଆନୁଷଙ୍ଗିକ ସୁବିଧା ଉପଲବ୍ଧ କରାଯିବ। ମନ୍ଦିର ନୀତିକୁ ଅଧିକ ସୁବ୍ୟବସ୍ଥିତ କରାଯିବ। କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର ପରାମର୍ଶରେ ଅଣାଯାଇଥିବା ଏହି ଅଧ୍ୟାଦେଶକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ନିମନ୍ତେ ପଠାଯାଇଛି। ବିସ୍ତୃତ ଆଲୋଚନା ପରେ ଏକ କ୍ଲଜକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ସାମିଲ କରାଯାଇଛି ।ସେହିପରି ରାଜ୍ୟ ସରକାର କ୍ୟାପିଟାଲ ହସ୍ପିଟାଲକୁ ପିଜି ଇନଷ୍ଟିଚ୍ୟୁଟ୍‌ ଅଫ ମେଡିକାଲ ସାଇନ୍ସ ଭାବେ ବିକଶିତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେଠାରେ ଆବଶ୍ୟକ କୋଠା ଓ ଅନ୍ୟାନ୍ୟ ଭିତ୍ତିଭୂମି ନିର୍ମାଣ ନିମନ୍ତେ ୨୩୫.୦୮କୋଟି ଟଙ୍କାର ଟେଣ୍ଡର ମେସର୍ସ ଏଲ୍‌ଆଣ୍ଡଟି କମ୍ପାନୀକୁ ପ୍ରଦାନ କରାଯିବା ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। କୋଠାରେ ପିଜି ଇନଷ୍ଟିଚ୍ୟୁଟ୍‌ ସମେତ ଟ୍ରମା କେୟାର, ସର୍ଜରୀ କମ୍ପ୍ଲେକ୍ସ, କାଜୁଆଲିଟି ଆଦି ସୁବିଧା ରହିବ। ଏହା ଉନ୍ନତମାନର ଚିକିତ୍ସା ସୁବିଧା ସହ ଅଭିଜ୍ଞ ଡାକ୍ତରଙ୍କ ଆବଶ୍ୟକତାକୁ ପୂରଣ କରିବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri