ମହାକାଶକୁ ଗଲେ ୪ ସାଧାରଣ ନାଗରିକ

ଫ୍ଲୋରିଡା,୧୬ ।୯: ମହାକାଶକୁ ଯାତ୍ରା କରିବାକୁ ଇଚ୍ଛା ରଖିଥିବା ଅରବପତିଙ୍କ ଆଶା ଏବେ ପୂରଣ ହେବାକୁ ଯାଉଛି । ଭାରତୀୟ ସମୟଅନୁସାରେ ଗୁରୁବାର ଭୋର ପ୍ରାୟ ୫ଟା ୩୩ ମିନିଟରେ ଆମେରିକାର ଫ୍ଲୋରିଡା ସ୍ଥିତ କେନେଡି ସ୍ପେସ ସେଣ୍ଟରରୁ ୪ ସାଧାରଣ ନାଗରିକଙ୍କୁ ନେଇ ସ୍ପେସଏକ୍ସର କ୍ରୁ ଡ୍ରାଗନ କ୍ୟାପସୁଲ ଫାଲକନ-୯ ରକେଟ ମହାକାଶ ଯାତ୍ରା କରିଛି । ତେବେ ପ୍ରଥମଥର ପାଇଁ ମହାକାଶ ଯାନ ସାଧାରଣ ନାଗରିକଙ୍କୁ ନେଇ ପୃଥିବୀ କକ୍ଷରେ ଲଞ୍ଚ କରିଛି । ଯାହକୁ ନେଇ ଅନ୍ୟ ଅରବପତିମାନେ ବି ଉତ୍ସାହିତ ଅଛନ୍ତି । ଖବର ଅନୁଯାୟ, ଆମେରିକା ସମୟ ବୁଧବାର ରାତି ପ୍ରାୟ ୮ଟା ୨ ମିନିଟରେ ଏହାକୁ ଲଞ୍ଚ କରାଯାଇଛି । ଏହାକୁ ସୌଖିନ ମହାକାଶଚାରୀ ଅରବପତି ଜେରେଡ ଇସାକମ୍ୟାନଙ୍କ ନେତୃତ୍ୱରେ ଲଞ୍ଚ କରାଯାଇଛି । ସେ ସିଧାସଳଖ ରକେଟ କମ୍ପାନୀ କ୍ରୁ ଡ୍ରାଗନ କ୍ୟାପସୁଲକୁ ଭଡାରେ ନେଇଛନ୍ତି । ଏଥିପାଇଁ ଖର୍ଚ୍ଚର ପରିମାଣ ସେ ନ କହିଥବା ବେଳେ ମୋଟ ଖର୍ଚ୍ଚ ୨୦ କୋଟି ଡଲାରରୁ କମ୍ ହେବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri