ଜିଲା ପ୍ରଶାସନକୁ ପୁଣି ଅଭିଯୋଗ ଶୁଣାଇ ପାରିବେ ସାଧାରଣ ଲୋକେ: ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପୁଣି ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଏ ନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ଜଣାଇଛନ୍ତି। ଜିଲାରେ ପୂର୍ବରୁ ଚାଲିଥିବା ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ଏହି ଅଭିଯୋଗଗୁଡ଼ିକ ଚଳିତ ଏପ୍ରିଲ ମାସ ୧୮ ତାରିଖଠାରୁ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା, ଗଞ୍ଜାମ, ଛତ୍ରପୁର ଜଉଗଡ ସମ୍ମିଳନୀ କକ୍ଷରେ ସକାଳ୧୦ ଟାରୁ ୧୧ଟା ପର୍ଯ୍ୟନ୍ତ ଦିବ୍ୟାଙ୍ଗମାନଙ୍କ ଜନସମାଧାନ ଶୁଣାଣି ହେବ । ୧୧ଟାରୁ ସର୍ବସାଧାରଣ ମାନଙ୍କ ଶୁଣାଣି କାର୍ଯ୍ୟକ୍ରମ ହେବ । ଏଣୁ ଜନସାଧାରଣ ଉପରେ ଦର୍ଶିତ ଧାର୍ଯ୍ୟ ସମୟରେ ଉପସ୍ଥିତ ରହି ନିଜ ନିଜ ଅଭିଯୋଗ ଜିଲା ପ୍ରଶାସନକୁ ଜଣାଇ ପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri