Posted inଫୁରସତ

୯୨ ବର୍ଷରେ ଅଙ୍ଗଦାନ

ନୂଆଦିଲ୍ଲୀ, ୧୧।୧: ବ୍ରେନ୍‌ ଡେଡ୍‌ ଘୋଷିତ ହୋଇଥିବା ଜଣେ ୯୨ ବର୍ଷୀୟ ବୃଦ୍ଧ ମୃତ୍ୟୁ ପୂର୍ବରୁ ନିଜର ଲିଭର ଓ କିଡ୍‌ନୀ ଦାନ କରି ଜଣେ ୫୬ ବର୍ଷୀୟା ମହିଳାଙ୍କ ଜୀବନ ବଞ୍ଚାଇଛନ୍ତି। ଫଳରେ ଅମ୍ରିତ୍‌ ଲାଲ୍‌ ବୁଧରାଜା ଅଙ୍ଗଦାନ କରିବାରେ ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତିର ପରିଚୟ ହାସଲ କରିଛନ୍ତି। ସେ ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଓ୍ବିଙ୍ଗ୍‌ର ଜଣେ ଅବସରପ୍ରାପ୍ତ ଅଫିସର। ଅମ୍ରିତ୍‌ ସୁସ୍ଥ ଓ ଶାରୀରିକ ଭାବେ ସକ୍ରିୟ ଥିଲେ। ଜାନୁୟାରୀ ୫ରେ ଦୁର୍ବଳତା ଅନୁଭବ କରିବାରୁ ତାଙ୍କୁ ସାକେତ୍‌ର ମାକ୍ସ ସୁପର ସ୍ପେଶିଆଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରୀକ୍ଷାରୁ ତାଙ୍କ ମସ୍ତିଷ୍କର ବ୍ଲଡ୍‌ ଭେସେଲ୍‌ରୁ ରକ୍ତ କ୍ଷରଣ ହେଉଥିବା ଜଣାପଡ଼ିଥିଲା। ଅସ୍ତ୍ରୋପଚାର ସତ୍ତ୍ୱେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଖରାପ ହେବାରୁ ୭ ତାରିଖରେ ଡାକ୍ତର ତାଙ୍କୁ ବ୍ରେନ୍‌ ଡେଡ୍‌ ଘୋଷଣା କରିଥିଲେ। ପରିବାର ଲୋକେ ତାଙ୍କ ଅଙ୍ଗଦାନ କରିବାକୁ ଆଗ୍ରହ ପ୍ରକାଶ କରିବା ପରେ ଲିଭର, କିଡ୍‌ନୀ ଓ ଅନ୍ୟାନ୍ୟ ଅଙ୍ଗ ସଂଗ୍ରହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri