ନୋବେଲ ଶାନ୍ତି ପୁରସ୍କାର-୨୦୨୩ ଦୌଡ଼ରେ ଚାଇନାର ଉଇଗରଙ୍କ ସମସ୍ୟା ଉପସ୍ଥାପନ କରୁଥିବା ସଂସ୍ଥା…

ବେଜିଂ,୯।୩ : ୨୦୨୩ ନୋବେଲ ଶାନ୍ତି ପୁରସ୍କାର ଦୌଡ଼ରେ ଉଇଗର ମୁସଲମାନମାନଙ୍କ ଅଧିକାର ପାଇଁ କାର୍ଯ୍ୟ କରୁଥିବା ବିଶ୍ୱ ଉଇଗର୍‌ କଂଗ୍ରେସ ସାମିଲ ହୋଇଛି। ସଂସ୍ଥାର ନାମକୁ ତାଲକାରେ ସୂଚୀବଦ୍ଧ ପାଇଁ ମନୋନୀତ କରାଯାଇଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଜର୍ମାନୀ ଭିତ୍ତିକ ବିଶ୍ୱ ଉଇଗର କଂଗ୍ରେସ ଶାନ୍ତି, ଗଣତନ୍ତ୍ର ଏବଂ ଉଇଗର ମୁସଲମାନମାନଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରିଥାଏ। କାନାଡାର ସାଂସଦ, ନରୱେର ୟଙ୍ଗ ଲିବରାଲ୍ସର ନେତା, ନରୱେ ରାଜନୈତିକ ଦଳ ନରୱେ ଭେନଷ୍ଟ୍ରେ ରାଜନୈତିକ ଦଳର ଯୁବ ୱିଙ୍ଗ ଶାନ୍ତି ପୁରସ୍କାର ପାଇଁ ବିଶ୍ୱ ଉଇଗର କଂଗ୍ରେସକୁ ସୂଚୀବଦ୍ଧ ପାଇଁ ମନୋନୀତ କରିଛନ୍ତି।

ଡିସେମ୍ବରରେ ଓସଲୋରେ ନୋବେଲ ଶାନ୍ତି ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ବିଶ୍ୱ ଉଇଗୁରୁ କଂଗ୍ରେସର ନାମ ନୋବେଲ ଶାନ୍ତି ପୁରସ୍କାର ଦୌଡ଼ରେ ଥିବା କମିଟି ଦ୍ୱାରା ପ୍ରକାଶ କରାଯାଇ ନାହିଁ। କିନ୍ତୁ ଶାନ୍ତି ପୁରସ୍କାର ପାଇଁ ବିଶ୍ୱ ଉଇଗୁରୁ କଂଗ୍ରେସକୁ ମନୋନୀତ କରିଥିବା ଦୁଇ ଜଣ କାନାଡିଆନ ସାଂସଦଙ୍କ ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି। ଏକ ଚିଠିରେ ଦର୍ଶାଯାଇଛି ଯେ ବିଶ୍ୱ ଉଇଗୁରୁ କଂଗ୍ରେସର ଉଦ୍ଦେଶ୍ୟ ହେଉଛି ଉଇଗୁରୁ ଲୋକଙ୍କ ଗଣତନ୍ତ୍ର, ମାନବିକ ଅଧିକାର ଏବଂ ସ୍ବାଧୀନତାକୁ ପ୍ରୋତ୍ସାହିତ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri