ଓଆରଏଚଡିସି ଦୁର୍ନୀତି ମାମଲା: ବିନୋଦ କୁମାରଙ୍କୁ ଅନ୍ତରୀଣ ଜାମିନ

କଟକ ଅଫିସ,୨୭।୧୦: ଓଆରଏଚଡିସି ଦୁର୍ନୀତି ମାମଲାରେ ପୂର୍ବତନ ଆଇଏଏସ୍‌ଅଧିକାରୀ ବିନୋଦ କୁମାରଙ୍କୁ ହାଇକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଓଡ଼ିଶା ଗୃହ ନିର୍ମାଣ ଏବଂ ଉନ୍ନୟନ ନିଗମ ମାମଲାରେ ଭିଜିଲାନ୍ସ କୋର୍ଟ ବିଧାୟକ ମୋକିମଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ। ଏହାସହ ପୂର୍ବତନ ଆଇଏଏସ୍‌ ବିନୋଦ କୁମାର, ମେଟ୍ରୋ ବିଲ୍ଡରର ନିର୍ଦ୍ଦେଶକ ପିୟୂଷ ମହାନ୍ତି ଏବଂ କମ୍ପାନୀ ସେକ୍ରେଟାରୀ ସ୍ବସ୍ତି ରଞ୍ଜନ ମହାପାତ୍ରଙ୍କୁ ୩ ବର୍ଷ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଥିଲେ କୋର୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...

କିଏ ସେ ପ୍ରଶାନ୍ତ ବୀର? ୧୪ କୋଟିରୁ ଅଧିକ ଦେଇ CSK କିଣିବା ପରେ ବଢୁଛି ଚର୍ଚ୍ଚା…ଧୋନୀ କରିଦେଲେ …

ନୂଆଦିଲ୍ଲୀ,୧୬।୧୨: ଇଣ୍ଡିଆନ ପ୍ରିମିଅର୍‌ ଲିଗ୍‌(ଆଇପିଏଲ୍‌) ଇତିହାସରେ ସବୁଠାରୁ ମହଙ୍ଗା ଅନକ୍ୟାପ୍ଡ ଖେଳାଳି ଭାବେ ରେକର୍ଡ କରିଛନ୍ତି ଉତ୍ତର ପ୍ରଦେଶର ଅଲରାଉଣ୍ଡର ପ୍ରଶାନ୍ତ ବୀର। ଚେନ୍ନାଇ ସୁପର...

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

କ୍ଷୀର ବ୍ୟବସାୟୀ ହତ୍ୟା ମାମଲା: ୨୩ରେ ଚୂଡାନ୍ତ ରାୟ

ବ୍ରହ୍ମପୁର,୧୬ା୧୨(ସୁବାସଚନ୍ଦ୍ର ପାଢ଼ୀ):ଗୋଷାଣି ନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ ରହୁଥିବା କ୍ଷୀର ବ୍ୟବସାୟୀ ଲମ୍ୱୋଦର ମୁନି ହତ୍ୟା ମାମଲାର ବିଚାର ଏବେ ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୩...

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri