Advertisement

ଓଆରଏଚଡିସି ଦୁର୍ନୀତି ମାମଲା: ବିନୋଦ କୁମାରଙ୍କୁ ଅନ୍ତରୀଣ ଜାମିନ

କଟକ ଅଫିସ,୨୭।୧୦: ଓଆରଏଚଡିସି ଦୁର୍ନୀତି ମାମଲାରେ ପୂର୍ବତନ ଆଇଏଏସ୍‌ଅଧିକାରୀ ବିନୋଦ କୁମାରଙ୍କୁ ହାଇକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଓଡ଼ିଶା ଗୃହ ନିର୍ମାଣ ଏବଂ ଉନ୍ନୟନ ନିଗମ ମାମଲାରେ ଭିଜିଲାନ୍ସ କୋର୍ଟ ବିଧାୟକ ମୋକିମଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ। ଏହାସହ ପୂର୍ବତନ ଆଇଏଏସ୍‌ ବିନୋଦ କୁମାର, ମେଟ୍ରୋ ବିଲ୍ଡରର ନିର୍ଦ୍ଦେଶକ ପିୟୂଷ ମହାନ୍ତି ଏବଂ କମ୍ପାନୀ ସେକ୍ରେଟାରୀ ସ୍ବସ୍ତି ରଞ୍ଜନ ମହାପାତ୍ରଙ୍କୁ ୩ ବର୍ଷ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଥିଲେ କୋର୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ପହଞ୍ଚି ଏନ୍‌ଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

ରାଉରକେଲା ଅଫିସ,୨୧।୩: ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ରାଉରକେଲାରେ ପହଞ୍ଚିଛନ୍ତି। ଏନଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପାଇଁ ସେ ରାଉରକେଲା ଗସ୍ତରେ ଅଛନ୍ତି। ନିର୍ଦ୍ଧାରିତ...

ଛତ୍ରପୁର ସବ୍‌ ଜେଲ୍‌ ପରିଦର୍ଶନ କଲେ ଜିଲା ଜଜ

ଛତ୍ରପୁର, ୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଜ୍‌ ରାମ ଶଙ୍କର ହୋତା ରବିବାର ଛତ୍ରପୁର ସବ୍‌ ଜେଲ ପରିଦର୍ଶନ କରିଛନ୍ତି। ଏହି ସବ୍‌ ଜେଲରେ ୧୩୨ ଜଣ...

ଗୋପପୁରରେ ଗୁଣି ସନ୍ଦେହ: ୬ ଜଣଙ୍କୁ ମାଡ଼ ମାରି ଅଖାଦ୍ୟ ଖୁଆଇଲେ ଗ୍ରାମବାସୀ

ଖଲ୍ଲିକୋଟ,୨ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଚିକିଲି ପଞ୍ଚାୟତ ଗୋପପୁର ଦଳିତ ସାହିରେ ଗୁଣି ସନ୍ଦେହରେ ଗ୍ରାମବାସୀ ସୋମବାର ରାତିରେ ୬ ଜଣ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼...

କଳିଙ୍ଗନଗର ଶିଳ୍ପାଞ୍ଚଳ: ବାୟୁ ଅପେକ୍ଷା ଜଳ ପ୍ରଦୂଷଣ ଉତ୍କଟ

ଯାଜପୁର ଅଫିସ,୬।୩: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ଯୋଗୁ ଜଳ ସଞ୍ଚୟ ଓ ବିଶୋଧନ ପ୍ରକ୍ରିୟା ପରାହତ ହେଉଛି। ଏଠାରେ ବାୟୁ ଅପେକ୍ଷା ଜଳ ପ୍ରଦୂଷଣ...

ପଶ୍ଚିମ ଓଡ଼ିଶାରେ ତାତିଲେ ଚାଷୀ

ସମ୍ବଲପୁର,୬ା୧୨(ବ୍ୟୁରୋ): ପଶ୍ଚିମ ଓଡିଶା କୃଷକ ସଙ୍ଗଠନ ଆହ୍ବାନରେ ଶନିବାର ବିଭିନ୍ନ ଜିଲାର ଚାଷୀ ସଙ୍ଗଠନ ରାସ୍ତାକୁ ଓହ୍ଳାଇଛନ୍ତି। ନୂଆପଡ଼ା ଓ କଳାହାଣ୍ଡି ବ୍ୟତୀତ ପ୍ରାୟ ସମସ୍ତ...

ସୀମା ଚେକ୍‌ ପଏଣ୍ଟରେ ସମନ୍ବିତ ପରିଚାଳନା, ଏସ୍‌ଓପି ଜାରି

ଭୁବନେଶ୍ୱର,୩।୫(ବ୍ୟୁରୋ): ଦେଶର ବିଭିନ୍ନ ଭାଗରେ ଅଟକି ରହିଥିବା ଓଡ଼ିଆ ମାନେ ରାଜ୍ୟକୁ ଫେରିବା ଆରମ୍ଭ କରିଛନ୍ତି। ସେମାନଙ୍କୁ ସମନ୍ବିତ ଢଙ୍ଗରେ ଫେରାଇ ଆଣିବା ପାଇଁ ରାଜ୍ୟ...

କମିବ ସ୍କୁଲ ସିଲାବସ୍‌

ଭୁବନେଶ୍ୱର,୨୨।୭(ବ୍ୟୁରୋ): କରୋନା ଯୋଗୁ ଚଳିତ ବର୍ଷ ସ୍କୁଲ ସିଲାବସ୍‌ କମିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ବୁଧବାର ସୂଚନା ଦେଇଛନ୍ତି। ମନ୍ତ୍ରୀ...

କୋଭିଡ୍‌ ପରିଚାଳନା:ଓଡ଼ିଶାକୁ ଡବ୍ଲ୍ୟୁଏଚ୍‌ଓର ପ୍ରଶଂସା

ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):କୋଭିଡ୍‌ ପରିଚାଳନାରେ ଭଲ ପ୍ରଦର୍ଶନ ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ଓଡ଼ିଶାକୁ ପ୍ରଶଂସା କରିଛି। ଡବ୍ଲ୍ୟୁଏଚ୍‌ଓ କହିଛି, ଓଡ଼ିଶା ଠିକ୍‌ ଭାବେ...

Advertisement
Archives

Model This Week