ଓଡ଼ିଶା ହସ୍ତତନ୍ତ, ହସ୍ତଶିଳ୍ପ ଉନ୍ନୟନ, ବିକାଶ ପରିଷଦ ପୁନର୍ଗଠିତ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଏବଂ ବିକାଶ ପରିଷଦ ପୁନର୍ଗଠିତ ହୋଇଛି। ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ପୁନର୍ଗଠିତ ହୋଇଥିବା ଏହି ପରିଷଦରେ ଅଧ୍ୟକ୍ଷ ଭାବେ ସ୍ଥପତି ପଦ୍ମବିଭୂଷଣ ଡ. ସୁଦର୍ଶନ ସାହୁ ମନୋନୀତ ହୋଇଛନ୍ତି। ବାନ୍ଧ ଶିଳ୍ପୀ ପଦ୍ମଶ୍ରୀ ଡ. ଚତୁର୍ଭୁଜ ମେହେର ଉପାଧ୍ୟକ୍ଷ ରହିଛନ୍ତି। ଏହି ପରିଷଦରେ ପଦ୍ମଶ୍ରୀ ପୁରସ୍କାର ବିଜେତା ବୁଣାକାର ଗୋବର୍ଦ୍ଧନ ପାଣିକା, ରାଜ୍ୟ କଳାକୃତି ପୁରସ୍କାର ବିଜେତା ପ୍ରସ୍ତର ଶିଳ୍ପୀ ଉଦୟ ମହାନ୍ତି, ଜାତୀୟ ପୁରସ୍କାର ବିଜେତା ତାରକସି ଶିଳ୍ପୀ ପଙ୍କଜ କୁମାର ସାହୁ, ଜାତୀୟ ପୁରସ୍କାରପ୍ରାପ୍ତ ତାଳପତ୍ର ଶିଳ୍ପୀ ଶରତ କୁମାର ପ୍ରଧାନ, ଜାତୀୟ ପୁରସ୍କାରପ୍ରାପ୍ତ ବୁଣାକାର ସୁକାନ୍ତି ମେହେର, ବୁଣାକାର ୟୁ. ନୀଳକଣ୍ଠ, ବୁଣାକାର ଲକ୍ଷ୍ମୀଧର ଚାନ୍ଦ, ରାଜ୍ୟ ପୁରସ୍କାରପ୍ରାପ୍ତ ବାଉଁଶ ଓ ବେତ ଶିଳ୍ପୀ ସରୋଜିନୀ ଦାଶ, ପ୍ରସ୍ତର ଖୋଦେଇ ଶିଳ୍ପୀ ପ୍ରିୟରଞ୍ଜନ କର, ରାଜ୍ୟ ପୁରସ୍କାରପ୍ରାପ୍ତ ବ୍ରାସ୍‌ ଓ ବେଲ୍‌ ମେଟାଲ୍‌ ଶିଳ୍ପୀ ପବିତ୍ର ମହାରଣା, ଡୋକ୍ରା ଶିଳ୍ପୀ ଗୋଲାପ ଗଡ଼ତିଆ, ଟେରାକୋଟା ଶିଳ୍ପୀ ଗୌର ରଣା, ଜାତୀୟ ପୁରସ୍କାରପ୍ରାପ୍ତ ବୁଣାକାର ପ୍ରହ୍ଲାଦ ମେହେର, ସବାଇ ଘାସ ଶିଳ୍ପୀ କଳ୍ପନା ଜେନା, ଜାତୀୟ ପୁରସ୍କାର ବିଜେତା ବୁଣାକାର ଅର୍ଜୁନ ପାଲ୍‌, ଜାତୀୟ ପୁରସ୍କାର ବିଜେତା ପଟ୍ଟଚିତ୍ର ଶିଳ୍ପୀ ବିଜୟ ପରିଡ଼ା, ପିପିଲି ଚାନ୍ଦୁଆ ଶିଳ୍ପୀ ଜବର ଖାନ୍‌, ଲାଖ ଶିଳ୍ପୀ ପ୍ରଭାତୀ ପାତ୍ର, ବୁଣାକାର ଜଳନ୍ଧର ମେହେରଙ୍କ ସମେତ ବୟନଶିଳ୍ପ ନିର୍ଦ୍ଦେଶକ ଏବଂ ହସ୍ତଶିଳ୍ପ ନିର୍ଦ୍ଦେଶକ ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri