ଓଡ଼ିଶା ହସ୍ତତନ୍ତ, ହସ୍ତଶିଳ୍ପ ଉନ୍ନୟନ, ବିକାଶ ପରିଷଦ ପୁନର୍ଗଠିତ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଏବଂ ବିକାଶ ପରିଷଦ ପୁନର୍ଗଠିତ ହୋଇଛି। ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ପୁନର୍ଗଠିତ ହୋଇଥିବା ଏହି ପରିଷଦରେ ଅଧ୍ୟକ୍ଷ ଭାବେ ସ୍ଥପତି ପଦ୍ମବିଭୂଷଣ ଡ. ସୁଦର୍ଶନ ସାହୁ ମନୋନୀତ ହୋଇଛନ୍ତି। ବାନ୍ଧ ଶିଳ୍ପୀ ପଦ୍ମଶ୍ରୀ ଡ. ଚତୁର୍ଭୁଜ ମେହେର ଉପାଧ୍ୟକ୍ଷ ରହିଛନ୍ତି। ଏହି ପରିଷଦରେ ପଦ୍ମଶ୍ରୀ ପୁରସ୍କାର ବିଜେତା ବୁଣାକାର ଗୋବର୍ଦ୍ଧନ ପାଣିକା, ରାଜ୍ୟ କଳାକୃତି ପୁରସ୍କାର ବିଜେତା ପ୍ରସ୍ତର ଶିଳ୍ପୀ ଉଦୟ ମହାନ୍ତି, ଜାତୀୟ ପୁରସ୍କାର ବିଜେତା ତାରକସି ଶିଳ୍ପୀ ପଙ୍କଜ କୁମାର ସାହୁ, ଜାତୀୟ ପୁରସ୍କାରପ୍ରାପ୍ତ ତାଳପତ୍ର ଶିଳ୍ପୀ ଶରତ କୁମାର ପ୍ରଧାନ, ଜାତୀୟ ପୁରସ୍କାରପ୍ରାପ୍ତ ବୁଣାକାର ସୁକାନ୍ତି ମେହେର, ବୁଣାକାର ୟୁ. ନୀଳକଣ୍ଠ, ବୁଣାକାର ଲକ୍ଷ୍ମୀଧର ଚାନ୍ଦ, ରାଜ୍ୟ ପୁରସ୍କାରପ୍ରାପ୍ତ ବାଉଁଶ ଓ ବେତ ଶିଳ୍ପୀ ସରୋଜିନୀ ଦାଶ, ପ୍ରସ୍ତର ଖୋଦେଇ ଶିଳ୍ପୀ ପ୍ରିୟରଞ୍ଜନ କର, ରାଜ୍ୟ ପୁରସ୍କାରପ୍ରାପ୍ତ ବ୍ରାସ୍‌ ଓ ବେଲ୍‌ ମେଟାଲ୍‌ ଶିଳ୍ପୀ ପବିତ୍ର ମହାରଣା, ଡୋକ୍ରା ଶିଳ୍ପୀ ଗୋଲାପ ଗଡ଼ତିଆ, ଟେରାକୋଟା ଶିଳ୍ପୀ ଗୌର ରଣା, ଜାତୀୟ ପୁରସ୍କାରପ୍ରାପ୍ତ ବୁଣାକାର ପ୍ରହ୍ଲାଦ ମେହେର, ସବାଇ ଘାସ ଶିଳ୍ପୀ କଳ୍ପନା ଜେନା, ଜାତୀୟ ପୁରସ୍କାର ବିଜେତା ବୁଣାକାର ଅର୍ଜୁନ ପାଲ୍‌, ଜାତୀୟ ପୁରସ୍କାର ବିଜେତା ପଟ୍ଟଚିତ୍ର ଶିଳ୍ପୀ ବିଜୟ ପରିଡ଼ା, ପିପିଲି ଚାନ୍ଦୁଆ ଶିଳ୍ପୀ ଜବର ଖାନ୍‌, ଲାଖ ଶିଳ୍ପୀ ପ୍ରଭାତୀ ପାତ୍ର, ବୁଣାକାର ଜଳନ୍ଧର ମେହେରଙ୍କ ସମେତ ବୟନଶିଳ୍ପ ନିର୍ଦ୍ଦେଶକ ଏବଂ ହସ୍ତଶିଳ୍ପ ନିର୍ଦ୍ଦେଶକ ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଓ୍ବେ ପାଟ୍ରୋଲିଂ ପାଇଁ ମିଳୁନାହାନ୍ତି ଏସ୍‌ପିଓ

ଭୁବନେଶ୍ୱର,୨୮ା୧୦ (ବ୍ୟୁରୋ): ରାଜ୍ୟରେ ଅଧିକାଂଶ ଦୁର୍ଘଟଣା ଜାତୀୟ ରାଜପଥରେ ହିଁ ଘଟୁଛି। ତେଣୁ ଏହାକୁ ରୋକିବା ପାଇଁ ହାଇଓ୍ବେ ପାଟ୍ରୋଲିଂ ଉପରେ ଗୁରୁତ୍ୱ ଦେବାକୁ ସୁପ୍ରିମ୍‌କୋର୍ଟ...

ଭୁବନ ସ୍ବାସ୍ଥ୍ୟକେନ୍ଦ୍ରରେ ପଶିଲା ବର୍ଷାପାଣି

ଭୁବନ, ୭।୮(ଡି.ଏନ୍‌.ଏ.)-ଲଘୁଚାପ ପ୍ରଭାବରେ ମଙ୍ଗଳବାର ସନ୍ଧ୍ୟାରେ ଭୁବନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଏହାର ସିଧାସଳଖ ପ୍ରଭାବ ପଡ଼ିଛି ସ୍ବାସ୍ଥ୍ୟସେବା ଉପରେ। ଡାକ୍ତରଖାନାରେ ବର୍ଷାଜଳ ପଶିଛି।...

୨୪୮୬ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ବ୍ୟବସାୟ ଅନୁକୁଳ ବାତାବରଣ ଯୋଗୁ ଓଡ଼ିଶାକୁ ପୁଞ୍ଜିନିବେଶକାରୀ ଆକର୍ଷିତ ହେବାରେ ଲାଗିଛନ୍ତି। ଶୁକ୍ରବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର...

ଶସ୍ତ୍ର ଏଣ୍ଟରପ୍ରାଇଜର୍ସ ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର, ୩୦ା୧୧(ବ୍ୟୁରୋ): ଜମାକାରୀଙ୍କଠାରୁ କୋଟି କୋଟି ଟଙ୍କା ଠକେଇ ଅଭିଯୋଗରେ ଶସ୍ତ୍ର ଏଣ୍ଟରପ୍ରାଇଜର୍ସ ସଂସ୍ଥାର ନିର୍ଦ୍ଦେଶକ ବାଲାରାଜୁ ମଲିକାର୍ଜୁନ ରାଜୁ(୫୪)ଙ୍କୁ ଇଓଡବ୍ଲ୍ୟୁ (ଅର୍ଥନୈତିକ ଅପରାଧ ଶାଖା)...

ଏମ୍‌ସ ଡାକ୍ତରଙ୍କଠାରୁ ଅଧିକ ବେତନ ପାଉଛନ୍ତି ଓଡ଼ିଶା ଡାକ୍ତର

ଭୁବନେଶ୍ୱର, ୨୧ା୯ (ବ୍ୟୁରୋ): ଓଡ଼ିଶାର ଡାକ୍ତରମାନେ ଅନ୍ୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଡାକ୍ତରମାନଙ୍କଠାରୁ ଅଧିକ ବେତନ ପାଇଥାନ୍ତି। ଏପରିକି ରାଜ୍ୟ...

ବଜ୍ରପାତରେ ଜଳିଗଲା ୨୯ ବଖରା

ପାଟଣା/ହାଟଡିହୀ/ରୂପସା/ଭଦ୍ରକ ଅଫିସ,୨।୫: କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲାର ବିଭିନ୍ନ ସ୍ଥାନର ବଜ୍ରପାତ ଘଟି ଗଛ ସହ ୨୯ ବଖରା ଜଳିଯାଇଛି। କେନ୍ଦୁଝର ପାଟଣା ବ୍ଲକରେ...

କମିଶନରେଟ ପୋଲିସରେ ଅଦଳବଦଳ: ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୧୭।୮(ବ୍ୟୁରୋ):କଟକ-ଭୁବନେଶ୍ୱର କମିଶନରେଟ ପୋଲିସରେ ବଡ଼ଧରଣର ବଦଳି ହୋଇଛି। ୨ ଡିସିପିଙ୍କ ସମେତ ୧୭ ଥାନା ଅଧିକାରୀ ଓ ୫ ଏସ୍‌ଆଇଙ୍କୁ ବଦଳି କରାଯାଇଥିବା ନେଇ ସୋମବାର...

କଡା ସୁରକ୍ଷା ବଳୟରେ ଭୋଟିଂ ମେଶିନ

ଆଠମଲ୍ଲିକ,୨୬।୩(ଡି.ଏନ.ଏ.)- ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ସାଧାରଣ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ତେବେ ପ୍ରଶାସନ ତଥା ରିଟର୍ନିଂ ଅଫିସରଙ୍କ  ତତ୍ତ୍ୱାବଧାନରେ ସ୍ଥାନୀୟ ମହାବିଦ୍ୟାଳୟ ପରିସର...

Advertisement
Archives

Model This Week