ବାରବାଟୀ ମ୍ୟାଚ୍‌ ବନ୍ଦ ଲାଗି ହାଇକୋର୍ଟରେ ଦାୟର ମାମଲା ଖାରଜ

କଟକ ଅଫିସ,୭।୬: ଆସନ୍ତା ଜୁନ୍‌ ୧୨ରେ ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌ ନେଇ ଅନିଶ୍ଚିତତା ଦେଖାଦେଇଥିଲା। ହେଲେ ଏହି ମ୍ୟାଚ ବନ୍ଦ ପାଇଁ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମଙ୍ଗଳବାର ଏହାର ଶୁଣାଣି କରି କୋର୍ଟ ମାମଲାକୁ ଖାରଜ କରିଦେବା ପରେ ଆଶଙ୍କା ଟଳିଛି। ଶୁଣାଣି ସମୟରେ ଷ୍ଟାଡିୟମରେ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ନେଇ ଆଡଭୋକେଟ ଜେନେରାଲ କୋର୍ଟଙ୍କୁ ଅବଗତ କରାଇଥିଲେ ।

ପ୍ରକାଶ ଯେ, ଷ୍ଟାଡିୟମରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନ ଥିବା ଦର୍ଶାଇ ମ୍ୟାଚକୁ ବନ୍ଦ କରିବା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଢେଙ୍କାନାଳ ଅଞ୍ଚଳର ସଞ୍ଜୟ ନାୟକ । ଅଗ୍ନିନିରାପତ୍ତା ବ୍ୟବସ୍ଥା ନ ଥିବାରୁ ମ୍ୟାଚ ବନ୍ଦ କରାଯାଉ ବୋଲି କୋର୍ଟରେ ପାର୍ଥନା କରିଥିଲେ ସଞ୍ଜୟ । ଏହି ମାମଲାରେ ରାଜ୍ୟ ସରକାର, ବିସିସିଆଇ, ଓସିଏ ସମେତ ୧୫ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri