ଓଡ଼ିଆ ଝିଅ ପାଇଲେ ମେକ୍‌ଅପ୍‌ କଳାକାର ଟାଇଟଲ

ସମ୍ବଲପୁର,୩୦ା୮(ବ୍ୟୁରୋ): ସମ୍ବଲପୁର ଝିଅ ମନିଶା ପଣ୍ଡା ଶ୍ରେଷ୍ଟ ମେକ୍‌ଅପ୍‌ କଳାକାର ଟାଇଟଲ ହାସଲ କରିଛନ୍ତି। ଗୋଆରେ ଭିକୋନେଟ ଷ୍ଟାର ଇଭେଣ୍ଟ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ଭାଗ ନେଇ ମନିଶା ବିଜୟୀ ହୋଇଛନ୍ତି। ରବିବାର ଫାଇନାଲ ରାଉଣ୍ଡ ଅନୁଷ୍ଠିତ ହେବା ସହ ପୁରସ୍କାର ଦିଆଯାଇଥିଲା। ବଲିଉଡର ଚର୍ଚ୍ଚିତ ସିନେ କଳାକାରଙ୍କ ସହ ମନିଶା ସୋନୁ ସୁଦଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ। ପ୍ରତିଯୋଗିତାରେ ୬ଜଣ ଫାଇନାଲ ରାଉଣ୍ଡରେ ପହଞ୍ଚତ୍ଥିଲେ। ସମସ୍ତଙ୍କୁ ପଛରେ ପକାଇ ମନିଶା ବିଜୟୀ ହୋଇଥିଲେ। ଏହି ଖବର ପ୍ରକାଶ ପାଇବା ପରେ ମନିଶାଙ୍କ ପରିବାର ସହ ସମ୍ବଲପୁର ସହରରେ ଖୁସିର ଲହର ଖେଳିଯାଇଛି। ମନିଶା କୁଲତକାନୀ ନିବାସୀ ଜ୍ଞାନବଲ୍ଲଭ ପଣ୍ଡା ଓ ପ୍ରମିଳାଙ୍କ ସୁପୁତ୍ରୀ।

 


Enter your email to get our daily news in your inbox.

All Right Reserved By Dharitri.Com

ବାହାକୁଦ ଡଙ୍ଗାବୁଡ଼ିକୁ ୧୬ ବର୍ଷ: କ୍ରିକେଟ ଖେଳ ଦେଖିଲେ ଗ୍ରାମବାସୀଙ୍କ ଆଖିରୁ ଲୁହଝରେ

ପାରାଦୀପ,୧ା୩(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକ ଅଧୀନ ନୂଆଗଡ଼ ଗ୍ରାମର ଗ୍ରାମବାସୀ ଏବେବି ଯେଉଁଠି କ୍ରିକେଟ ଖେଳ ଦେଖନ୍ତି ତାଙ୍କ ଆଖିରେ ଲୁହ ଆସିଥାଏ। କାରଣ...

ପୋଖରୀ ବନ୍ଧ ଭାଙ୍ଗି ଜମିକୁ ମାଡ଼ିଗଲା ପାଣି

ତେନ୍ତୁଳିଖୁଣ୍ଟି,୨୬।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ଅଧୀନ କେନ୍ଦୁଗୁଡ଼ା ଗ୍ରାମର ଲଗାଣ ବର୍ଷାରେ ମୋ ପୋଖରୀ ହୁଡ଼ା ଭାଙ୍ଗି ମଦନ ହରିଜନଙ୍କ ୨...

ଗାଁଦାଣ୍ଡରେ ବନ୍ୟାଜଳ

ଜଳେଶ୍ୱର, ୨୪।୮(ଡି.ଏନ.ଏ.): ସୁବର୍ଣ୍ଣରେଖା ବନ୍ୟାର ୩ୟ ଦିନରେ ଜଳେଶ୍ୱର ବ୍ଲକର ୨୬ଶହ ହେକ୍ଟର ଜମି ବନ୍ୟାଜଳରେ ବୁଡ଼ିଯାଇଥିବା ବେଳେ ୫ ପଞ୍ଚାୟତ ୧୬ ଗାଁର ଦୁର୍ଦ୍ଦଶା...

ମନ୍ଦିରରେ କଳାକନା ବୁଲାଇଲେ

ବ୍ରହ୍ମପୁର ଅଫିସ,୧୬।୭: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଧୀନ ଲାଞ୍ଜିପଲ୍ଲୀ ଶ୍ରୀକୃଷ୍ଣନଗର ପଞ୍ଚମ ଲାଇନ୍‌ ନୂଅଁାବନ୍ଧ ହୁଡାରେ ଥିବା ତ୍ରିନାଥ ମନ୍ଦିରରୁ ଚୋରି ହୋଇଛି। ଚୋରମାନେ ଗୁରୁବାର...

ଚାନ୍ଦି ଭଣ୍ଡାରରେ ସ୍ବତନ୍ତ୍ର ‘ଚାନ୍ଦି ପେ ଚାନ୍ଦି’ ଅଫର’

ଭୁବନେଶ୍ୱର,୨୫ା୧୧:ରାଜ୍ୟର ପ୍ରମୁଖ ରୁପା ଅଳଙ୍କାର ପ୍ରତିଷ୍ଠାନ ଚାନ୍ଦି ଭଣ୍ଡାର ପକ୍ଷରୁ ଚଳିତ ବର୍ଷର ବିବାହ ଋତୁ ଉପଲକ୍ଷେ ସ୍ବତନ୍ତ୍ର ‘ଚାନ୍ଦି ପେ ଚାନ୍ଦି’ ଅଫର ସମ୍ପର୍କରେ...

ଚିତ୍ରରେ କରୋନା ସଚେତନତା ବାର୍ତ୍ତା

ଶେରଗଡ଼,୩ା୪(ଡି.ଏନ୍‌.ଏ.): କରୋନା ସଚେତନତା ଲାଗି ସମଗ୍ର ଦେଶବାସୀ ଯେମିତି ଅଣ୍ଟା ଭିଡ଼ିଛନ୍ତି। ସମସ୍ତଙ୍କୁ ସରକାର ଘରେ ରହିବାକୁ ପରାମର୍ଶ ଦେଇଛନ୍ତି। ଏହି ଲକ୍‌ଡାଉନ୍‌ ଯୋଗୁ ଲୋକଙ୍କ...

୨୫.୫କିଲୋ ରୁପା ଅଳଙ୍କାର ଜବତ, ୫ ଗିରଫ

କଟକ ଅଫିସ, ୧୫।୧: ଜଗତ୍‌ପୁର ଥାନା ଅନ୍ତର୍ଗତ ଆଇବି ରୋଡରେ ଥିବା ବାସନ୍ତୀ ଦୁର୍ଗା ଅଳଙ୍କାର ଦୋକାନ ଚୋରି ଘଟଣାରେ ପୋଲିସ ୫ଜଣଙ୍କୁ ଗିରଫ କରିଛି।...

ନିର୍ମାଣକୁ ୪ ବର୍ଷ, କାମରେ ଲାଗୁନି ରାତ୍ର ଆଶ୍ରୟସ୍ଥଳ

କେନ୍ଦ୍ରାପଡ଼ା ଅଫିସ,୩୦ା୧୨:ବାହାରେ ଥଣ୍ଡା। ଚାରିଆଡେ କୁହୁଡି ବର୍ଷୁଛି। କେନ୍ଦ୍ରାପଡ଼ା ସହରର ତିନିମୁହାଣୀ ଛକର ଏକ ଔଷଧ ଦୋକାନ ପିଣ୍ଡାରେ ଜଣେ ମହିଳା ମୁଣ୍ଡ ତଳେ କିଛି...

Advertisement
Archives

Model This Week