Posted inରାଜ୍ୟ

ଜାତୀୟ ସ୍ତରରେ ପୁଣି ଚମକିଲେ ଓଡ଼ିଆ ଝିଅ: ‘ଇଣ୍ଡିଆ ନେକ୍ସଟ୍‌ ଟପ୍‌ ମଡେଲ’ରେ ମୁକୁଟ ପିନ୍ଧିଲେ ସୋନାଲୀ

ଭୁବନେଶ୍ୱର,୨।୪ (ବ୍ୟୁରୋ): ଜାତୀୟ ସ୍ତରରେ ଆଉଜଣେ ଓଡ଼ିଆ ଝିଅ ନିଜର ପ୍ରତିଭା ଦେଖାଇଛନ୍ତି। ‘ଇଣ୍ଡିଆ ନେକ୍ସଟ ଟପ୍‌ ମଡେଲ’ ପ୍ରତିଯୋଗିତାରେ ଭୁବନେଶ୍ୱରର ଝିଅ ସୋନାଲୀ ସାହୁ ଦ୍ୱିତୀୟ ରନର୍ସ ଅପ୍‌ ଟାଇଟଲ ହାସଲ କରି ଓଡ଼ିଶାର ଗୌରବ ବଢ଼ାଇଛନ୍ତି। ନୂଆଦିଲ୍ଲୀସ୍ଥିତ ଏକ ପଞ୍ଚତାରକା ହୋଟେଲରେ ଆୟୋଜିତ ପ୍ରତିଯୋଗିତାର ତୃତୀୟ ସଂସ୍କରଣରେ ବିଭିନ୍ନ ରାଜ୍ୟରୁ ଆସିଥିବା ୩୫ଜଣ ମଡେଲଙ୍କୁ ପଛରେ ପକାଇ ସେ ଏହି ସ୍ଥାନରେ ପହଞ୍ଚତ୍ଛନ୍ତି। ଗତ ଜାନୁୟାରୀ ୩୧ରେ ଓଡ଼ିଶା ଫ୍ୟାଶନ ଭିଲ୍ଲା ଦ୍ୱାରା ଆୟୋଜିତ ରାଜ୍ୟସ୍ତରୀୟ ମଡ଼େଲ ପ୍ରତିଯୋଗିତା ମିସ୍‌ ଓଡ଼ିଶା ୟୁନିଭର୍ସ ଇଣ୍ଡିଆରେ ଭାଗ ନେଇ ୨ୟ ସ୍ଥାନ ଅଧିକାର କରି ଏହି ଜାତୀୟ ପ୍ରତିଯୋଗିତାରେ ଅଂଶଗ୍ରହଣର ସୁଯୋଗ ପାଇଥିଲେ।
ଯୁବତୀ, ଯୁବକ ଓ ବିବାହିତ ମହିଳାଙ୍କୁ ମଡେଲିଂ କ୍ଷେତ୍ରରେ ପରିଚିତ କରାଇବା ପାଇଁ ଫ୍ୟାଶନ ଭିଲ୍ଲା ପକ୍ଷରୁ ପ୍ରଶିକ୍ଷଣ ଦିଆଯାଉଥିବା ଅନୁଷ୍ଠାନର ନିର୍ଦ୍ଦେଶକ ଅଭିଜିତ୍‌ ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଭରଲୋଡ୍‌ ସ୍କୁଲ ଗାଡ଼ିର ହେବ କଡ଼ା ଯାଞ୍ଚ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ସ୍କୁଲ ବସ୍‌ ଓ ଅଟୋରେ ଯାଉଥିବା ଛାତ୍ରୀଛାତ୍ରଙ୍କ ଓଭରଲୋଡିଂକୁ ନେଇ କଡ଼ାକଡ଼ି ଯାଞ୍ଚ କରାଯିବ। ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ସମସ୍ତ ଆଞ୍ଚଳିକ...

ବର୍ଜ୍ୟ ପରିଚାଳନା ପାଇଁ କରିବେ ସଚେତନ

ଭୁବନେଶ୍ୱର, ୧ା୧୨(ବ୍ୟୁରୋ) ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି)ରେ ନିୟୋଜିତ ସ୍ବଚ୍ଛସାଥୀମାନଙ୍କୁ ଶୁକ୍ରବାର ବିଏମ୍‌ସି ଉତ୍ତର ଜୋନାଲ ଅଫିସ୍‌ରେ ତାଲିମ ଦିଆଯାଇଛି। ୧୧ଟି ଓ୍ବାର୍ଡରୁ ୩୮ ଜଣ...

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୨ରେ ପହଞ୍ଚିଥିବା ରାଜ୍ୟ...

ରାଜଧାନୀରେ ବଢ଼ୁଛି ସଂକ୍ରମଣ: ଆଜି ଆଉ ୧୦୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜଧାନୀରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ମଙ୍ଗଳବାର ଏଠାରେ ଆଉ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା...

ବନ୍ଦ ହେବ କୋଭିଡ କେୟାର ସେଣ୍ଟର

ଭୁବନେଶ୍ୱର,୧୪।୯(ବ୍ୟୁରୋ)-କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ପଞ୍ଚାୟତ ଓ ପୌରାଞ୍ଚଳରେ କୋଭିଡ୍‌ କେୟାର ସେଣ୍ଟର(ସିସିସି), ଟେମ୍ପରାରି ମେଡିକାଲ ସେଣ୍ଟର (ଟିଏମ୍‌ସି) ଓ କୋଭିଡ୍‌ କେୟାର...

ଥମୁନି ହାତୀ ଉପଦ୍ରବ

ଔପଦା, ୧୧।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତ ଗଡ଼ସାହି ଓ ଭରଡ଼ାବାଟି ଗ୍ରାମରେ ହାତୀ ଉପଦ୍ରବ ଥମିବାର ନଁା ଧରୁନି। ଫଳରେ ଚାଷୀମାନେ ଅସନ୍ତୁଷ୍ଟ...

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବହୁ କୋଟି ଟଙ୍କାର ପାଇପ୍‌

ସୋନପୁର,୧୨ା୬(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ବେହେରାମାଲ ପଞ୍ଚାୟତ ଲଙ୍ଗଳକଣ୍ଟା ଗାଁ ନିକଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମେଗା ପାଣି ପ୍ରୋଜେକ୍ଟ ପାଇଁ ଗଚ୍ଛିତ...

ସ୍ବାମୀଙ୍କୁ ଥାନାରେ ହଟହଟା କଲେ ୨ ସ୍ତ୍ରୀ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ନିଜ ସମ୍ପର୍କରେ ମିଛ କଥା କହି ବିବାହ କରୁଥିଲେ। ମିଛ ପ୍ରତିଶ୍ରୁତି ଦେଇ ସମସ୍ତ ସମ୍ପତ୍ତି ଲୁଟିନେବା ପରେ ଆଉଜଣଙ୍କୁ ସ୍ତ୍ରୀ କରୁଥିଲେ। ଏମିତି...

Advertisement
Archives

Model This Week