ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ନୂଆପଡା ଅଫିସ, ୧୪ା୧୦-ନୂଆପଡା ଜିଲା ଛିନ୍ଦପାଣି ଗ୍ରାମର ଘାସିରାମ ତାଣ୍ଡି(୨୫)ନାମକ ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ଗତ ସୋମବାର ମୃତ୍ୟୁ ଘଟିଛି। ବୁଧବାର ତାଙ୍କ ମୃତଦେହ ଗାଁରେ ପହଞ୍ଚିଛି। ବର୍ଷେ ହେବ ଘାସିରାମ ସେଠାରେ କାମ କରୁଥିଲେ। ଲକ୍‌ଡାଉନ ସତ୍ତ୍ୱେ ମାଲିକ ଅଧିକ ଟଙ୍କା ଦେବେ ବୋଲି ପ୍ରତିଶ୍ରୁତି ଦେବାରୁ ସେ ଅଟକି ଯାଇଥିଲେ। ଗତ ଶନିବାର ସେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସୋମବାର ସନ୍ଧ୍ୟାରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ମାନବିକତାର ପରିଚୟ ଦେଲେ ଜିଲାପାଳ: ବଢୁଛି ଚର୍ଚ୍ଚା

ନୂଆପଡ଼ା,୧୧ା୯ (ମକାରୁ ବେମାଲ):ଦୁର୍ଘଟଣାରେ ଆହତ ଜଣେ ଯୁବକଙ୍କୁ ମେଡିକାଲ ପଠାଇ ମାନବିକତାର ପରିଚୟ ଦେଇଛନ୍ତି ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ। ଗୁରୁବାର ଅପରାହ୍ନରେ ଜିଲା ଅଦାଲତ ନିକଟ…

ଗାଧୋଇବାକୁ ଯାଇଥିଲେ, ମିଳିଲା ମୃତଦେହ

ନୂଆପଡ଼ା,୧୦ା୯(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଧୀନ ମିଛାପାଲି ପଞ୍ଚାୟତ ଗରେଲ ବାହାଲିପଡ଼ାରେ ଏକ ଅଘଟଣ ଘଟିଛି। ଚହଲା ପାଣିରେ ବୁଡ଼ି ଜଣେ ବ୍ୟକ୍ତି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?