କେରଳରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୫।୫(ଡି.ଏନ୍‌.ଏ.): କେରଳରେ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ଜରଡ଼ା ଥାନା ବାଦପୁର ପଞ୍ଚାୟତ ଦେସାରି ଗ୍ରାମର ସୀମାଞ୍ଚଳ ନାଇକ(୨୮)। ସୀମାଞ୍ଚଳ କେରଳର ଏକ କମ୍ପାନୀରେ କାମ କରିବାକୁ ଗତ ମାସରେ ଯାଇଥିଲେ। ଗତ ବୁଧବାର ଭୋରରେ ଛାତରୁ ଖସିପଡ଼ି ତାଙ୍କର ମୃତ୍ୟୁ ଘଟିଥିଲା। ଗୁରୁବାର ମୃତଦେହ ବ୍ୟବଚ୍ଛେଦ ପରେ ଗ୍ରାମକୁ ଆସୁଛି। ସୀମାଞ୍ଚଳଙ୍କ ମୃତ୍ୟୁରେ ପରିବାର ଲୋକେ ଭାଙ୍ଗିପଡ଼ିଛନ୍ତିି। ତାଙ୍କର ୪ ବର୍ଷର ଝିଅ ଅଛନ୍ତି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ନିୟମକୁ ଉଲ୍ଲଘଂନ: ବିନା ମାକ୍ସରେ କାମ କରୁଛନ୍ତି ୨୦ ଶ୍ରମିକ

ବିଜେପୁର,୮।୫(ଡି.ଏନ.ଏ.)-କରୋନାକୁ ନେଇ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରାଯାଇଛି। ସେହିପରି ସଂକ୍ରମଣ ପ୍ରତିହତ ପାଇଁ ସାମାଜିକ ଦୂରତ୍ୱ ଓ ମାକ୍ସ ପିନ୍ଧିବାକୁ ସରକାର ସଚେତନତା ସୁଷ୍ଟି କରୁଛନ୍ତି।...

ନୃଶଂସତାର ସୀମା ଟପିଲେ ଜେଜେମା’: ନିଜ ନାତିକୁ ଅମାନବୀୟ ଭାବେ ପିଟିଲେ

ବସ୍ତା, ୪।୮(ସ୍ବ.ପ୍ର.)-ପିଲାମାନଙ୍କୁ ମା’ ବାପା ଆକଟ କଲା ବେଳେ ସେମାନେ ରକ୍ଷା ପାଇବା ପାଇଁ ଜେଜେମା’ ଜେଜେବାପାଙ୍କ ପାଖକୁ ଦୌଡି ଯାଇଥାନ୍ତି। ସେମାନେ ଜେଜେମା’ କୋଳରେ...

ବାଡ଼ିଆ ହେଲା ହଂସପଟା

ପୁରୀ ଅଫିସ,୧୮ା୬: ପ୍ରସ୍ତୁତ ହୋଇଗଲାଣି ତିନିରଥ। ଅଳ୍ପ କିଛି ଯାହା କାମ ରହିଛି ତାହା ଖୁବ୍‌ଶୀଘ୍ର ଶେଷ ହୋଇଯିବ। ବୁଧବାର ତିନିରଥରେ ହଂସପଟା ବାଡ଼ିଆଯାଇଛି। ଏଥିସହ...

ଆକ୍ରାନ୍ତ ବୃଦ୍ଧଙ୍କ ଆତ୍ମହତ୍ୟା ପରେ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲେ ସ୍ତ୍ରୀ

ବିଜେପୁର,୭।୫: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ସାତବନ୍ଧ ଗ୍ରାମରେ ଶୁକ୍ରବାର କରୋନା ଆକ୍ରାନ୍ତ ଜଣେ ବୃଦ୍ଧ ମାନସିକ ଭାରସାମ୍ୟ ହରାଇ ଦଉଡି ଦେଇ ଆତ୍ମହତ୍ୟା...

ଗଛମୂଳରେ ଆଶ୍ରୟ ନେଇଥିବା ସମୟରେ ହେଲା ବଜ୍ରପାତ: ଚାଲିଗଲା ଯୁବକଙ୍କ ଜୀବନ

ଠାକୁରମୁଣ୍ଡା,୬।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ତରଡ଼ିଆ ଡ୍ୟାମ ନିକଟରେ ବଜ୍ରପାତରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଆନନ୍ଦପୁର...

ଡାକ୍ତରଖାନାରୁ ଚିକିତ୍ସାଧୀନ କଏଦୀ ଫେରାର

ବରଗଡ଼ ଅଫିସ,୨୩।୮: ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବା ଜଣେ ବିଚାରାଧୀନ କଏଦୀ ଗୁରୁବାର ବିଳମ୍ବିତ ରାତ୍ରିରେ ଫେରାର ହୋଇ ଯାଇଛନ୍ତି। ଫେରାର କଏଦୀ...

ମୁକୁଳା ଟ୍ରାନ୍ସଫର୍ମର ନେଲା ଦନ୍ତାର ଜୀବନ

ନିରାକାରପୁର,୧୧।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ଗୋଲାବାଇ ଛକ ନିକଟରେ ବିଦ୍ୟୁତ୍‌ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହାତୀଟି କିଛି ଦିନ...

ଛାତ୍ରୀଙ୍କ ଉପରକୁ କପି ଫିଙ୍ଗିଲେ ଶିକ୍ଷକ: ୨୫ ହଜାର ନ ଦେଲେ ଏମ୍‌ପି କରାଇଦେବାକୁ ଧମକ

ଲଙ୍ଗଳେଶ୍ୱର, ୮।୫(ଡି.ଏନ.ଏ.)-ପରୀକ୍ଷା କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ କପି ବାଣ୍ଟୁଥିବା ବେଳେ ଅଚାନକ ପରୀକ୍ଷା ନିରୀକ୍ଷକ ଆସିଯିବାରୁ ନିଜକୁ ବଞ୍ଚାଇବାକୁ ଯାଇ ଜଣେ ଛାତ୍ରୀଙ୍କ ଉପରକୁ ପରୀକ୍ଷାକେନ୍ଦ୍ର ଦାୟିତ୍ୱରେ...

Advertisement
Archives

Model This Week