ପୂର୍ବତନ ବିଧାୟିକା ରୋଶନୀ ସିଂଦେଓଙ୍କ ପରଲୋକ

ଧର୍ମଗଡ,୧୧।୨(ଡି.ଏନ୍‌.ଏ.): ପୂର୍ବତନ ବିଧାୟିକା ରୋଶନୀ ସିଂଦେଓଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ଭୁବନେଶ୍ବରସ୍ଥିତ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ କୋକସରାରୁ ଲଗାତର ୨ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୧୯୯୫-୨୦୦୦ ଏବଂ ୨୦୦୦-୨୦୦୪ରୁ ସେ ବିଧାୟିକା ଥିଲେ। ତାଙ୍କ ମୃତ୍ୟୁ ଖବର ଶୁଣିବା ପରେ କଳାହାଣ୍ଡି ଜିଲାରେ ଶୋକର ଛାୟା ଖେଳିଯାଇଛି l ତେବେ ତାଙ୍କ ମର ଶରୀର ଜୟପାଟଣା ଅଣାଯାଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri