ବିଜୟଙ୍କୁ କଡ଼ା ଜବାବ ଦେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ: ରାଜନୀତି କରନାହିଁ

ଦାରିଙ୍ଗବାଡ଼ି,୧୨।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତର ମାଣ୍ଡିପଙ୍କା ଆମ୍ବ ଟାକୁଆ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଥିଲା। ରାଜ୍ୟର ବରିଷ୍ଠ ନେତା ବିଜୟ ମହାପାତ୍ର ଶନିବାର ମାଣ୍ଡିପଙ୍କା ଗସ୍ତ କରିଥି ଲେ। ସେ ମୃତକଙ୍କ ପରିବାର ଲୋକଙ୍କୁ ଭେଟିବା ସହ ଅସୁସ୍ଥ ଥିବା ପରିବାର ଲୋକଙ୍କୁ ଭେଟି କ୍ଷୋବ ପ୍ରକାଶ କରିଥିଲେ।

ବିଜୟ ମହାପାତ୍ର ଏକ ଖବରଦାତା ସମ୍ମିଳନୀରେ ନିଜ ପ୍ରତିକ୍ରିୟାରେ କହିଥିଲେ, ମାଣ୍ଡିପଙ୍କାର ପରିସ୍ଥିତି ଭୟାଭୟ। ଲୋକଙ୍କୁ ପ୍ରକୃତରେ ଭୋକ ପାଇଁ ଟାକୁଆ ଯାଉ କରି ଖାଇଛନ୍ତି। ଯଦି ପ୍ରତିମାସରେ ଚାଉଳ ମିଳିଥାନ୍ତା ତେବେ ଲୋକମାନେ ଭୋକରେ ଏଭଳି ଟାକୁଆ ଯାଉ ଖାଇ ନ ଥାନ୍ତେ।

ତେବେ ବିଜୟଙ୍କ ଏହି ପ୍ରତିକ୍ରିୟାରେ କଡ଼ା ଜବାବ ରଖିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡ଼ୁ ସେ କହିଛନ୍ତି, ଯେଉଁ ଲୋକ କହୁଛନ୍ତି ଖାଇବାକୁ ନ ପାଇ ଆମ୍ବ ଟାକୁଆ ଖାଉଛନ୍ତି ଏହା ଯୁକ୍ତିହୀନ ମନ୍ତବ୍ୟ । ରୁଚି କାରଣରୁ ସେ ଏଗୁଡା ଖାଉଛନ୍ତି, ଆମେ ମୟୁରଭଞ୍ଜରେ ବିଭିନ୍ନ ପ୍ରକାର ଜିନିଷ ଖାଉଥିଲୁ ତାର ଅର୍ଥ ନୁହେଁ ଆମେ ଅଭାବରେ ପଡ଼ି ଖାଉଥିଲୁ, ଏହା କେବଳ ରୁଚି ଥିଲା । କେହି ଏହାକୁ ରୋକ ଲଗେଇ ପାରିବେ ନାହିଁ, ତାଙ୍କର ମନେ ହେଲା ସେମାନେ ଖାଇଲେ , ସେ ଅସୁସ୍ଥ ହେବାରୁ କଣ ସରକାର ଦାୟୀ ? ସେଥିରେ ରାଜନୀତି କରିବା କଥା ନୁହେଁ କିନ୍ତୁ ଯେଉଁମାନେ ଏହାକୁ ରାଜନୀତି କରୁଛନ୍ତି ସେମାନେ ଆଦିବାସୀ ସମାଜ ଉପରେ କେତେ କାମ କରିଛନ୍ତି ?


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri