ଅନାଥ ଶିଶୁଙ୍କୁ ମିଳିବ ମାଗଣା ଶିକ୍ଷା: ଜାଣନ୍ତୁ କେବେଠୁ…

ଝାରସୁଗୁଡ଼ା,୩।୩: ଝାରସୁଗୁଡ଼ାରେ ଅନାଥ ଛୁଆଙ୍କ ଦାୟିତ୍ୱ ନେଇଛନ୍ତି ରାଜ୍ୟ ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଖୁବ୍‌ଶୀଘ୍ର ରାଜ୍ୟରେ ପୌଷ୍ୟ ସନ୍ତାନ ଯୋଜନା କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ ଗଣମାଧ୍ୟକୁ କହିଛନ୍ତି।

ଏପ୍ରିଲ ପହିଲାରୁ ମାଗଣାରେ ଅନାଥ ଶିଶୁଙ୍କୁ ଶିକ୍ଷା ଦାନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସିଏସ୍‌ଆର ପାଣ୍ଠି ବିନିଯୋଗରେ ଏହି ମାଗଣା ଶିକ୍ଷାଦାନ କରାଯିବ। ଏନେଇ ଜଲାପାଳଙ୍କ ନେତୃତ୍ୱରେ ଏକ କମିଟି ଗଠନ କରାଯାଇଛି। କମିଟିରେ MCL କର୍ତ୍ତୃପକ୍ଷ, ମହିଳା ଓ ଶିଶୁ ବିକାଶ ଅଧିକାରୀଙ୍କ ସହ ଜିଲା ଶିକ୍ଷା ଅଧିକାରୀ ରହିବେ। ଏହାକୁ ନେଇ ଏକ ଟ୍ରଷ୍ଟ ବୋର୍ଡ ଗଠନ କରାଯିବ ବୋଲି ମନ୍ତ୍ରୀ ପୂଜାରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟକେନ୍ଦ୍ରରେ ଅଭାବନୀୟ ଘଟଣା, ଛାତି ବିନ୍ଧୁଥିବା ବ୍ୟକ୍ତିଙ୍କୁ କୁକୁର କାମୁଡ଼ା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ

କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): କୁକୁର କାମୁଡା ରୋଗୀ ବଦଳରେ ଅନ୍ୟଜଣେ ଯୁବକଙ୍କୁ କୁକୁର କାମୁଡା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ । କେନ୍ଦ୍ରାପଡା ଜିଲା କୁଦାନଗରୀ ଥାନା ଅନ୍ତର୍ଗତ କରିଲୋପାଟଣା…

ବୃଦ୍ଧ କାଳେ ଯୌନ ପୀପାସୁ ହେଲା କାଳ, ନାବାଳିକାଙ୍କୁ ବଳାତ୍କାର କରି…

କଟକ,୧୩ା୫(ପ୍ରଭୁକଲ୍ୟାଣ ପାଲ୍‌): ବୃଦ୍ଧ କାଳେ ଯୌନ ପୀପାସୁ ହେବା କାଳ। ଚକୋଲେଟ୍‌ ଦେଇ କରିଥିଲେ ନୃଶଂସତା। ନାବାଳିକାଙ୍କୁ ବଳାତ୍କାର ମାମଲାରେ ୬୧ ବର୍ଷୀୟ ଆସମୀକୁ ସଜା ଶୁଣାଇଲେ…

ଭୁବନେଶ୍ୱରରେ ଶେଷ ହେଉଛି ପେଟ୍ରୋଲ! ମନ୍ତ୍ରୀ କହିଲେ କାଲିଠୁ…

ଭୁବନେଶ୍ୱର,୧୩।୫: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଅନ୍ତର୍ଜାତୀୟ ବଜାରରେ ବଢ଼ିବାରେ ଲାଗିଛି ଅଶୋଧିତ ତୈଳ ଦର । ଏହା ପ୍ରଭାବରେ ଭାରତରେ ତେଲ ସଂକଟ ଦେଖାଦେଲାଣି । ଓଡ଼ିଶାର…

ଆରଡି ଛକରୁ ହଟିଲା ଜବରଦଖଲ: ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ…

ଭଦ୍ରକ, ୧୩।୫(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥ ସର୍ଭିସ ରୋଡ଼ର ଭଦ୍ରକ ଆରଡ଼ି ଛକରୁ ହଟିଲା ଜବରଦଖଲ। ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ ଜିଲା ପ୍ରଶାସନ…

ମୋଦିଙ୍କ ସୁରକ୍ଷାରେ ପ୍ରତି ଘଣ୍ଟାରେ ଖର୍ଚ୍ଚ ହୁଏ କେତେ ଟଙ୍କା? ସିକ୍ୟୁରିଟି ବଜେଟ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବଳ ତାଙ୍କ ରାଜନୀତି ପାଇଁ ନୁହେଁ ବରଂ ତାଙ୍କର ସରଳ ଜୀବନଶୈଳୀ ଏବଂ ଶୃଙ୍ଖଳିତ ଦୈନନ୍ଦିନ କାର୍ଯ୍ୟ ପାଇଁ ମଧ୍ୟ ଜଣାଶୁଣା।…

ପୁଣି ଛିଣ୍ଡିଗଲା ଗାନ୍ଧୀଛକରେ ତ୍ରିରଙ୍ଗା, ଦେଖନ୍ତୁ ଭିଡିଓ..

ବରଗଡ,୧୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି। ତେବେ ଜିଲାର ଉଚ୍ଚତମ ଏହି ତ୍ରିରଙ୍ଗାର କିଛି ଅଂଶ…

ମମତା ବାଜାର୍ଜୀଙ୍କ ପାଖଲୋକ ଛାଡିଲେ ପଦ, ବଙ୍ଗଳା ରାଜନୀତିରେ ହଲଚଲ!

କୋଲକାତା,୧୩।୫: ପଶ୍ଚିମବଙ୍ଗରେ ସରକାର ପରିବର୍ତ୍ତନ ପରେ, ପଶ୍ଚିମବଙ୍ଗ ମହିଳା କମିଶନର ଅଧ୍ୟକ୍ଷା ଲୀନା ଗଙ୍ଗୋପାଧ୍ୟାୟ ଇସ୍ତଫା ଦେଇଛନ୍ତି। ସେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହେବା ପୂର୍ୱରୁ ତାଙ୍କ…

ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌: ଉତ୍ତ୍ୟକ୍ତ ଲୋକେ ଭାଙ୍ଗିଲେ…

ଭୁବନେଶ୍ୱର,୧୩।୫: ଭୁବନେଶ୍ବରରେ ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ବାଇକ ଆରୋହୀଙ୍କୁ ପଛରୁ ଧକ୍କା ଦେଲା, ତାଙ୍କ ଅବସ୍ଥା ଗୁରୁତର ହୋଇଛି। ଜୟଦେବବିହାର ଓ ଆଚାର୍ଯ୍ୟବିହାର ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri