ଦକ୍ଷିଣ କୋରିଆର ଦାବି, ମହାକାଶରୁ ଶତ୍ରୁ ଉପରେ ନଜର ରଖିବ ନର୍ଥ କୋରିଆ

ସିଓଲ,୧୭।୮: ଉତ୍ତର କୋରିଆ ଏକ ଗୁଇନ୍ଦା ସାଟେଲାଇଟ ଲଞ୍ଚ କରିବାକୁ ଯାଉଛି। ଦକ୍ଷିଣ କୋରିଆର ଜଣେ ସାଂସଦ ଦେଶର ଗୁଇନ୍ଦା ଏଜେନ୍ସି ସୂତ୍ରକୁ ଆଧାର କରି ଏହି ସୂଚନା ଦେଇଛନ୍ତି କି ଉତ୍ତର କୋରିଆ ଅଗଷ୍ଟ ଶେଷ ସପ୍ତାହରେ ଅଥବା ସେପ୍ଟେମ୍ବର ଆରମ୍ଭରେ ଗୁଇନ୍ଦା ସାଟେଲାଇଟ ଲଞ୍ଚ କରିପାରେ। ସୂଚନାଯୋଗ୍ୟ, ଉତ୍ତର କୋରିଆ ଚଳିତ ବର୍ଷ ମେ’ରେ ମଧ୍ୟ ଉପଗ୍ରହ ଉତକ୍ଷେପଣ କରିଛି, କିନ୍ତୁ ତା’ର ସେହି ମିଶନ ବିଫଳ ହୋଇଛି। ଏହା ପରେ ଉତ୍ତର କୋରିଆ ଶୀଘ୍ର ମହାକାଶର କକ୍ଷପଥରେ ଆଉ ଏକ ଉପଗ୍ରହ ସ୍ଥାପନ କରିବାକୁ ଶପଥ ନେଇଛି।
ଦେଶର ଗୁପ୍ତଚର ଏଜେନ୍ସିର ମୁଖ୍ୟଙ୍କ ସହ ସାକ୍ଷାତ ପରେ ଦକ୍ଷିଣ କୋରିଆ ସଂସଦ ସଦସ୍ୟ ୟୋ ସାଙ୍ଗ-ବମ ଗଣମାଧ୍ୟମକୁ କହିଛନ୍ତି ଯେ ଯଦି ଉତ୍ତର କୋରିଆ ତ୍ରୁଟି ସୁଧାରିବାରେ ସଫଳ ହୁଏ, ତେବେ ଦେଶର ପ୍ରତିଷ୍ଠା ବାର୍ଷିକୀ ପାଳନ ଅବସରରେ ସେପ୍ଟେମ୍ବରରେ ଏକ ଶିଖର ବୈଠକ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri