Advertisement

ଯୌନ ନିର୍ଯାତନା ମାମଲାରେ ଓସ୍କାର ବିଜେତା ପଲ ହାଗିସ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନ,୧୧।୧୧: ଓସ୍କାର ବିଜେତା ନିର୍ଦ୍ଦେଶକ ପଲ ହାଗିସ ଶୁକ୍ରବାର ଯୌନ ନିର୍ଯାତନା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏଥିସହ ପୀଡିତାଙ୍କୁ ୭.୫ ମିଲିୟନ ଆମେରିକୀୟ ଡଲାର କ୍ଷତିପୂରଣ ଦେବାକୁ କୋର୍ଟ ତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
୨୦୧୫ ଟରୋଣ୍ଟୋ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପଲ ହାଗିସ ପୀଡିତାଙ୍କୁ ଆକ୍ରମଣ ତଥା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା। ମହିଳା ଦାବି କରିଛନ୍ତି, ଏହି ଇଭେଣ୍ଟ ପରେ ନିର୍ଦ୍ଦେଶକ ହାଗିସ ତାଙ୍କ ବାସଭବନକୁ ଯିବା ପୂର୍ବରୁ ତାଙ୍କୁ ଯୌନ ନିର୍ଯାତନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତିସଂଘ ସୁରକ୍ଷା ପରିଷଦରେ ଫସର ଫାଟିଲା ଚାଇନାର ଚାଲ୍‌

ଜେନେଭା, ୧୬।୧: ଜାତିସଂଘରେ ଚାଇନାକୁ ଲୋକହସା ହେବାକୁ ପଡ଼ିଛି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପ୍ରସଙ୍ଗ ଚାଇନା ପକ୍ଷରୁ ଜାତିସଂଘର ସୁରକ୍ଷା ପରିଷଦରେ ଉପସ୍ଥାପନ କରାଯାଇଥିଲା।...

ସିଦ୍ଧାର୍ଥ ମାଲହୋତ୍ରାଙ୍କୁ ୩୫ ପୂରିଲା: ଏବେ ବି ଆଲିଆ-ଜ୍ୟାକଲିନ୍‌ଙ୍କୁ ପାରି ନାହାଁନ୍ତିି ଭୁଲି

ମୁମ୍ବାଇ: ବଲିଉଡ୍‌ ଷ୍ଟାର ସିଦ୍ଧାର୍ଥ ମାଲହୋତ୍ରା ଗୁରୁବାର ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୫ ଜାନୁୟାରୀ ୧୬ରେ ଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ସେ ୧୮...

କରୋନା କବଳରେ ଅଷ୍ଟ୍ରେଲିଆ ଗୃହମନ୍ତ୍ରୀ

କାନବେରା,୧୩।୩: ସାରା ବିଶ୍ୱରେ ମାଡି ଚାଲିଛି କରୋନା ଭାଇରସର ଭୟାବହତା। କାନାଡା ପ୍ରଧାନମନ୍ତ୍ରୀଙ୍କ ସହଧର୍ମିଣୀ କରୋନା ଭାଇରସରେ ପୀଡ଼ିତ ଥିବା ଖବର ଆସିବା ପରେ ଏବେ...

ଜି-୨୦ ଶିଖର ସମ୍ମିଳନୀରେ କାନାଡାର ପ୍ରଧାନମନ୍ତ୍ରୀ, ଚାଇନା ରାଷ୍ଟ୍ରପତିଙ୍କ ମଧ୍ୟରେ କଥା କଟାକଟି

ବାଲି,୧୬।୧୧: ଜି-୨୦ ଶିଖର ସମ୍ମିଳନୀରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ କଥା କଟାକଟି ଦେଖିବାକୁ ମିଳିଛି। ୧୫...

ଯେଉଁ ଲ୍ୟାବ୍‌ରୁ କରୋନା ବ୍ୟାପିଥିଲା, ତାକୁ ମିଳିବ ପୁରସ୍କାର

ବେଜିଂ,୨୪।୬: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାର ଦେଢ ବର୍ଷରୁ ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହି ମହାମାରୀ କାରଣରୁ କୋଟି କୋଟି ଲୋକଙ୍କ ଜୀବନ...

ପାକିସ୍ତାନରେ ବିମାନ ଦୁର୍ଘଟଣା: ୯୭ ମୃତ

କରାଚୀ,୨୩ା୫(ପି.ଟି.): ପାକିସ୍ତାନ ଇଣ୍ଟରନ୍ୟାଶନାଲ ଏୟାରଲାଇନ୍ସର ଏକ ବିମାନ ଶୁକ୍ରବାର ଅପରାହ୍ଣରେ କରାଚୀସ୍ଥିତ ଜିନ୍ନା ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇ ଘନ ଜନବସତି ଅଞ୍ଚଳରେ ଖସିପଡ଼ିଛି।...

ଡିସେମ୍ବର ସୁଦ୍ଧା ଆମେରିକାରେ କରୋନା ମୃତ୍ୟୁ ସଂଖ୍ୟା ୩ ଲକ୍ଷ ଅତିକ୍ରମ କରିବ!

ଓ୍ବାଶିଂଟନ,୨୯।୮: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରିଥିବା ବେଳେ ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକା ଏହା କବଳରେ ପଡି ଏକ ପ୍ରକାର ଛଟପଟ...

ପୁଟିନ୍‌ଙ୍କ ମାଷ୍ଟର ପ୍ଲାନ୍‌: ୨୦୩୬ ପର୍ଯ୍ୟନ୍ତ ରାଷ୍ଟ୍ରପତି ପଦରେ ରହିବା ପାଇଁ ଯୋଜନା

ମସ୍କୋ,୨୨।୬: ରୁଷ୍‌ ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ ୨୦୩୬ ପର୍ଯ୍ୟନ୍ତ ରାଷ୍ଟ୍ରପତି ପଦରେ ରହିବା ପାଇଁ ମାଷ୍ଟର ପ୍ଲାନ୍‌ କରିଛନ୍ତି। ତାଙ୍କର କାର୍ଯ୍ୟକାଳ ବୃଦ୍ଧି ଲାଗି ସମ୍ବିଧାନ...

Advertisement
Archives

Model This Week