ଓସ୍କାର ବିଜେତା ‘ପାରାସାଇଟ୍‌’ ଅଭିନେତାଙ୍କ ସନ୍ଦେହଜନକ ମୃତ୍ୟୁ, ଘରେ ଛାଡ଼ି ଯାଇଥିଲେ ସୁଇସାଇଡ୍‌ ନୋଟ୍‌

ସିଓଲ: ଦକ୍ଷିଣ କୋରିଆ ଅଭିନେତା ତଥା ଓସ୍କାର ବିଜେତା ଫିଲ୍ମ ‘ପାରାସାଇଟ୍‌’ରେ କାମ କରିଥିବା ଅଭିନେତା ଲି ସୁନ କ୍ୟୁ ଆଉ ନାହାନ୍ତି। ସନ୍ଦେହ ଅବସ୍ଥାରେ ଏକ କାର୍‌ରୁ ତାଙ୍କ ମୃତଦେହକୁ ଜବତ କରାଯାଇଛି। ସେ ଡ୍ରଗ୍ସ ଏବଂ ନିଶାଦ୍ରବ୍ୟ ସେବନ କରୁଥିବା କୁହାଯାଉଥିବା ବେଳେ ପୋଲିସ ମାମଲାର ତଦନ୍ତ ଆରମ୍ଭ କରିଛି।

ଦେଶର ଜରୁରିକାଳୀନ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ପ୍ରଶଂସକଙ୍କ ଅବଗତି ନିମନ୍ତେ କୁହାଯାଇଛି ଯେ, ସେଣ୍ଟ୍ରାଲ୍‌ ସିଓଲ ପାର୍କର ଏକ କାର୍‌ରେ ଲି ସୁନ୍‌ଙ୍କୁ ଅଚେତ ଅବସ୍ଥାରେ ପଡ଼ିରହିଥିବା ଦେଖାଯାଇଥିଲା। ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଅଭିନେତା ସୁଇସାଇଡ୍‌ ନୋଟ୍‌ ଲେଖି ଘରୁ ବାହାରିଥିବା ପୋଲିସକୁ ତାଙ୍କ ପତ୍ନୀ ଜଣାଇଥିଲେ। ଏଣୁ ପ୍ରାରମ୍ଭିକ ତଦନ୍ତରୁ ପୋଲିସ ଅଭିନେତା ଆତ୍ମହତ୍ୟା କରିଥିବା ସନ୍ଦେହ କରୁଛି।

Lee Sun Kyun Of Oscar Winning Movie, 'Parasite' Found Dead In His Car, Suicide Suspected

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଲି ସୁନ୍‌ଙ୍କୁ ଡ୍ରଗ୍ସ ମାମଲାରେ ପଚରାଉଚରା କରାଯାଇଥିଲା। ହେଲେ ସେ କିଛି ବି ସେବନ କରୁ ନ ଥିବା ସ୍ପଷ୍ଟ କରିଥିଲେ। ଘଟଣାର ଗୋଟିଏ ଦିନ ପରେ ଏବେ ତାଙ୍କର ମୃତଦେହ ମିଳିବା ପରେ ସନ୍ଦେହ ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri