ଓସ୍କାର ପୁରସ୍କାର: ‘କୋଡା’ ଶ୍ରେଷ୍ଠ ଫିଲ୍ମ, ୱିଲ ସ୍ମିଥ ଶ୍ରେଷ୍ଠ ଅଭିନେତା

କାଲିଫର୍ନିଆ,୨୮।୩:କାଲିଫର୍ନିଆର ଲସ ଆଞ୍ଜେଲ୍ସରେ ଥିବା ଡଲବି ଥିଏଟରରେ ଓସ୍କାର ପୁରସ୍କାର ବିତରଣ ଉତ୍ସବ ଚାଲିଛି। ସର୍ବଶ୍ରେଷ୍ଠ ଡକ୍ୟୁମେଣ୍ଟାରୀ ଫିଚର୍‌ ବର୍ଗରେ ‘ଦ ସମର୍‌ ଅଫ ସୋଲ’ ଓସ୍କାର ପାଇଛି। ଭାରତୀୟ ଫିଲ୍ମ ‘ରାଇଟିଙ୍ଗ୍‌ ଓ୍ବିଥ୍‌ ଫାୟାର୍‌’ ଏହି ବର୍ଗରେ ମନୋନୀତ ହୋଇଥିଲା। ତେବେ ଏହି ପୁରସ୍କାର ପାଇବାରେ ଫିଲ୍ମ ବିଫଳ ହୋଇଥିଲା। ରାଇଟିଙ୍ଗ୍‌ ଓ୍ବିଥ୍‌ ଫାୟାର୍‌ ରିଣ୍ଟୁ ଥୋମାସ ଏବଂ ସୁସ୍ମିତ ଘୋଷଙ୍କ ମିଳିତ ଭାବରେ ନିର୍ଦ୍ଦେଶିତ। ଫେଲ୍‌ ମାରିଲା ‘ରାଇଟିଙ୍ଗ୍‌ ଓ୍ବିଥ୍‌ ଫାୟାର୍‌’
ଶ୍ରେଷ୍ଠ ଫିଲ୍ମ ପାଇଁ ‘କୋଡା’କୁ ଓସ୍କାର ପ୍ରଦାନ କରାଯାଇଛି। ଜେସିକା ଚାଷ୍ଟେନ The Eyes of Tammy Faye ପାଇଁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ଲାଭ କରିଥିଲେ। କିଙ୍ଗ ରିଚାର୍ଡ ପାଇଁ ୱିଲ ସ୍ମିଥ ଶ୍ରେଷ୍ଠ ଅଭିନେତା ପୁରସ୍କାର ଲାଭ କରିଥିଲେ। ପୁରସ୍କାର ଗ୍ରହଣ କରିବା ସମୟରେ ସ୍ମିଥ ଭାବପ୍ରବଣ ହୋଇଥିଲେ। ଜ୍ୟାନ୍‌ କ୍ୟାମ୍ପିଅନ୍‌କୁ ‘ଦ ପାଓ୍ବାର୍‌ ଅଫ୍‌ ଦ ଡଗ୍‌’ ପାଇଁ ଶ୍ରେଷ୍ଠ ନିର୍ଦ୍ଦେଶକ ପୁରସ୍କାର ପାଇଥିଲେ। ସେହିପରି ନୋ ଟାଇମ୍‌ ଟୁ ଡାଏ ପାଇଁ ବିଲି ଏଲିସ୍‌ଙ୍କୁ ସର୍ବଶ୍ରେଷ୍ଠ ଅରିଜିନାଲ୍‌ ସଙ୍ଗସ୍‌ ପୁରସ୍କାରରେ ସମ୍ମାନୀତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri