‘ଆରଆରଆର’ର ‘ନାଟୁ ନାଟୁ’ ଗୀତରେ ଝୁମିମ ସାରା ବିଶ୍ୱ, ଓସ୍କାର ସେରିମନିରେ ହେବ ଲାଇଭ ପରଫରମାନ୍ସ

ମୁମ୍ବାଇ,୨ ।୩: ରାମ ଚରଣ ଓ ଜୁନିୟର ଏନଟିଆରଙ୍କ ମୁଭି ‘ଆରଆରଆର’ର ସାରା ବିଶ୍ୱରେ ପ୍ରଶଂସା କରାଯାଉଛି । କେବଳ ଏହି ଫିଲ୍ମ ନୁହେଁ ବରଂ ଏହାର ‘ନାଟୁ ନାଟୁ’ ଗୀତର ନିଶା ଲୋକଙ୍କ ମୁଣ୍ଡରେ ଚଢିଯାଇଛି । ନାଟୁ ନାଟୁ ସଙ୍ଗ ସମସ୍ତ ଗୀତର ରେକର୍ଡ ଭାଙ୍ଗି ଦେଇଛି । କିଛିଦିନ ପୂର୍ବରୁ ଏହି ଗୀତ ଓସ୍କାର ୨୦୨୩ରେ ବେଷ୍ଟ ଅରିଜନାଲ ସଙ୍ଗ ପାଇଁ ନୋମିନେଟ କରାଯାଇଛି । ଏବେ ଏହି ଗୀତ ଉପରେ ଓସ୍କାର ସମାରୋହରେ ଲାଇଭ ପରଫରମାନ୍ସ ହେବାକୁ ଯାଉଛି ।
ଓସ୍କାର ସମାରୋହରେ ନାଟୁନାଟୁ ଗୀତରେ ରାମ ଚରଣ ଓ ଜୁନିୟର ଏନଟିଆର ନୁହେଁ ବରଂ ୨ ଜଣ ଭାରତୀୟ ସିଙ୍ଗର ଲାଇଭ ପରଫର୍ମ କରିବେ, ଏମାନେ ହେଲେ କାଲ ଭୈରବ ଓ ରାହୁଲ ସିପଲିଗୁଂଜ । ଓସ୍କାରର ଅଫିସିୟାଲ ଟୁଇଟର ହ୍ୟାଣ୍ଡେଲରେ ଏହି ଖବରକୁ କନଫର୍ମ କରାଯାଇଛି । ରାହୁଲ ଓ କାଲ ହିଁ ଏହି ଗୀତକୁ ଗାଇଛନ୍ତି । ଉଭୟ ସିଙ୍ଗର ଓସ୍କାର ଇଭେଣ୍ଟ ଜରିଆରେ ଇଣ୍ଟନ୍ୟାଶନାଲ ଡେବ୍ୟୁ କରିବାକୁ ଯାଉଛନ୍ତି । ଏହି ଗୀତର ଲିରିକ୍ସ ଚନ୍ଦ୍ରବୋଷ ଲେଖିଥିବା ବେଳେ ଏହାକୁ ଏମଏମ କିରାୱାନି କମ୍ପୋଜ କରିଛନ୍ତି ।

ସୂଚନାଯୋଗ୍ୟ, ଜାନୁୟାରୀରେ ଆରଆରଆର ଫିଲ୍ମର ‘ନାଟୁନାଟୁ’ ଗୀତ ବେଷ୍ଟ ଅରିଜନାଲ ସଙ୍ଗର ଗୋଲଡନ ଗ୍ଲୋବ ଆୱାର୍ଡ ନିଜ ନାଁରେ କରିଥିଲା । ଏହାର କିଛିଦିନ ପରେ ଆରଆରଆର କ୍ରିଟିକ୍ସ ଚଏସ ଆୱାର୍ଡର ୨୮ତମ ସଂସ୍କରଣରେ ଆଉ ୨ଟି ପୁରସ୍କାର ଜିତିଥିଲା । ପ୍ରଥମଟି ବେଷ୍ଟ ସଙ୍ଗ ଦ୍ୱିତୀୟଟି ବେଷ୍ଟ ଫରେନ ଲାଙ୍ଗୁଏଜ ଫିଲ୍ମ ପାଇଁ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?