ନିର୍ଦ୍ୱନ୍ଦ୍ୱରେ ଜିତିଲେ ଓସିମ ଏଜଦାନୀ କାଦ୍ରୀ

ଧାମନଗର, ୨୧।୪(ସ୍ବ.ପ୍ର./ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ଏନ୍‌ଏସି (ବିଜ୍ଞାପିତ ଅଞ୍ଚଳ ପରିଷଦ)ର ଉପାଧ୍ୟକ୍ଷ ନିର୍ବାଚନ ବୁଧବାର ଅନୁଷ୍ଠିତ ହୋଇଯାଇଛି। ୬ନଂ. ୱାର୍ଡର କାଉନ୍‌ସିଲର ଓସିମ ଏଜଦାନୀ କାଦ୍ରୀ(ନୁରାନି) ନିର୍ଦ୍ୱନ୍ଦ୍ୱରେ ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି।

ପ୍ରକାଶ ଯେ, ଗତ ମାର୍ଚ୍ଚ ୨୪ରେ ମତଦାନ ସମୟରେ ହିଂସାକାଣ୍ଡ ଯୋଗୁ ଏନ୍‌ଏସି ନିର୍ବାଚନ ବାଧାପ୍ରାପ୍ତ ହୋଇଥିଲା। ପରେ ଏପ୍ରିଲ ୫ରେ ୬ଟି ବୁଥ୍‌ରେ ସାନି ମତଦାନ ହୋଇଥିଲା। ଏନ୍‌ଏସି ଅଧ୍ୟକ୍ଷ ପଦବୀ ବିଜେଡି ହାତକୁ ଯାଇଥିଲା। ସେହିପରି ୧୧ ଓ୍ବାର୍ଡ ମଧ୍ୟରୁ ୯ଟି ବିଜେଡି ଓ ୨ଟି ଭାଜପା ଦଖଲ କରିଥିଲା। ଉପାଧ୍ୟକ୍ଷ ଆସନ ମଧ୍ୟ ବିଜେଡି ହାତେଇ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଫୁଟ୍ ଗଭୀର କୂଅ ଭିତରେ ପଡ଼ିଲେ ବୃଦ୍ଧା

ପାଟଣା, ୧୨/୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ପଞ୍ଚାୟତ ନେଉଳିପଶି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସୋମବାର ରାତିରେ ଶୌଚ…

ଡହଡହ ଖରାରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ, ସହାୟତା ନମ୍ବରକୁ ଫୋନ କଲେ…

ଦାମନଯୋଡି,୧୨ା୫(ନରସିଂହ ବ୍ରହ୍ମା): ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମଗ୍ର ରାଜ୍ୟରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପାଇଁ ସରକାର ଘୋଷଣା କରିଛନ୍ତି। କୋରାପୁଟ ଜିଲା ସେମିଳିଗୁଡ଼ା ଓ…

ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ନର୍ସିଂ ଛାତ୍ରୀଙ୍କ ସାଇକଲ ଚୋରି, ସିସିଟିଭିରେ ରେକର୍ଡ

ବଲାଙ୍ଗୀର,୧୨।୫(ସୁନିଲ କୁମାର ମହାନ୍ତି): ହସ୍ପିଟାଲ ଭିତରେ ପୀଡିତ ରୋଗୀଙ୍କୁ ସେବା ଯୋଗାଉଥିବାବେଳେ ଜଣେ ନର୍ସିଂ ଛାତ୍ରୀଙ୍କ ସାଇକଲକୁ ହସ୍ପିଟାଲ ପରିସରରୁ ଜଣେ ଦୁର୍ବୃତ୍ତ ଚୋରି କରିଥିବା ଅଭିଯୋଗ…

ଯୌତୁକ ପାଇଁ ବଧୂ ହତ୍ୟା: ସ୍ୱାମୀ, ଶାଶୁ , ଶଶୁର ଗିରଫ

ନନ୍ଦପୁର,୧୨।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖୁର୍ଜୀ ପଞ୍ଚାୟତ ନନ୍ଦୀଗାଁରେ ସୋମବାର ଜଣେ ନବବିବାହିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ନୂଆ ମୋଡ଼…

ରାମଚନ୍ଦ୍ରପୁରରେ ଟ୍ରେନ ରହଣି ଦାବି

ଲାଞ୍ଜିଗଡ଼, ୧୨।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଗୋବର୍ଦ୍ଧନପୁର ପଞ୍ଚାୟତର ରାମଚନ୍ଦ୍ରପୁର ପାସେଞ୍ଜର ହଲଟରେ ଟ୍ରେନ ରହଣି ଦାବି କରି ରେଳଯାତ୍ରୀ…

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ…

ମନ୍ଦିରରୁ ବଡ଼ ଧରଣର ଚୋରି: ହୁଣ୍ଡି ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କା ସହ ଅଳଙ୍କାର

ରାୟଗଡ଼ା,୧୨।୫: ରାୟଗଡ଼ା ସାଇଲେଶ୍ୱର ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଇଛନ୍ତି। ମିଳିଥିବର…

ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର

ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri