ସୋମବାର ଓଏସ୍‌ଆର୍‌ଟିସି ବସ୍‌ ବନ୍ଦ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଭାରତ ବନ୍ଦକୁ ଦୃଷ୍ଟିରେ ରଖି ସୋମବାର ଓଏସ୍‌ଆର୍‌ଟିସି ବସ୍‌ ସେବା ବନ୍ଦ ରହିବ। ସକାଳ ୬ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଓଏସ୍‌ଆର୍‌ଟିସି ବସ୍‌ ଚଳାଚଳ ବନ୍ଦ ରହିବ ବୋଲି ଓଡ଼ିଶା ରାଜ୍ୟ ପରିବହନ ନିଗମ ପକ୍ଷରୁ ରବିବାର ସୂଚନା ଦିଆଯାଇଛି।

ସୂଚନା ଯୋଗ୍ୟ, କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି କୃଷକ ସଙ୍ଗଠନ ପକ୍ଷରୁ ସୋମବାର ଭାରତ ବନ୍ଦ ଡାକରା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାୱରିଆ ଗ୍ରୁପର ୪ ସଦସ୍ୟ ଗିରଫ ମାମଲା: ଅଭିଯୁକ୍ତଙ୍କୁ ୭ ଦିନିଆ ରିମାଣ୍ଡରେ ନେବ ପୋଲିସ

ଭୁବନେଶ୍ୱର ୨୭।୫(ବ୍ୟୁରୋ): ବାୱରିଆ ଗ୍ରୁପର ୪ ସଦସ୍ୟ ଗିରଫ ମାମଲାରେ କମିଶନରେଟ ପୋଲିସ ଅଭିଯୁକ୍ତଙ୍କୁ ୭ ଦିନିଆ ରିମାଣ୍ଡରେ ଆଣିବାକୁ ସୋମବାର ଆବେଦନ କରିବ। ଏହି...

ଚୋରି ଘଟଣା: ୪ ଗିରଫ

କଟକ ଅଫିସ,୧୬ା୯ : ଦୁଇଟି ଚୋରି ଘଟଣାରେ ମଙ୍ଗଳାବାଗ ପୋଲିସ ରବିବାର ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଯୋବ୍ରା...

ବିହାର ପ୍ରଭାରୀ ହେଲେ ଭକ୍ତ ଦାସ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ସୋନିଆ ଗାନ୍ଧୀ ମଙ୍ଗଳବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଓଡିଶାର ବରିଷ୍ଠ ନେତା ଭକ୍ତଚରଣ ଦାସଙ୍କୁ ବିହାର ଏଆଇସିସି...

ସ୍ତ୍ରୀଙ୍କୁ ଛୁରି ଭୁସି ହତ୍ୟା କଲେ ସ୍ବାମୀ

କୋରାପୁଟ,୮ା୬(ସ୍ବ.ପ୍ର.): କୋରାପୁଟ ସଦର ଥାନା ଅନ୍ତର୍ଗତ ଛୋଟାଗୁଡ଼ା ଗ୍ରାମରେ ବୁଧବାର ସକାଳେ ଏକ ହତ୍ୟାକାଣ୍ଡ ହୋଇଛି। ପାରିବାରିକ କଳହରୁ ସ୍ତ୍ରୀ ଜାନକୀ ଦାମୀ (୨୩)ଙ୍କୁ ଛୁରି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ପଞ୍ଚାୟତ ଓ ପୌର ପରିଷଦ ନିର୍ବାଚନରେ ବିଜେଡିକୁ ବିପୁଳ ଜନସମର୍ଥନ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବରିଷ୍ଠ ଅଧିକାରୀ। ରବିବାର...

ଘରେ ବସି କଳା ଦିବସ ପାଳନ କଲା କୋଶଲ ରାଜ୍ୟ ସମନ୍ବୟ ସମିତି

ବଲାଙ୍ଗୀର ଅଫିସ, ୧ା୪: କୋଶଲ ରାଜ୍ୟ ସମନ୍ବୟ ସମିତି ପକ୍ଷରୁ ଏପ୍ରିଲ ୧କୁ କଳା ଦିବସ ପାଳନ କରାଯାଇଛି। କରୋନା ସଂକ୍ରମଣକୁ ଆଖି ଆଗରେ ରଖି...

ବିହନ ଯୋଗାଉନି ବିଭାଗ

ବଅଁରପାଳ,୧୭ା୧୨(ଡି.ଏନ.ଏ.) ରବି ଚାଷ ପାଇଁ କୃଷି ସମବାୟ ସମିତିଗୁଡ଼ିକୁ ଆବଶ୍ୟକ ବିହନ ଯୋଗାଇ ଦେଉନି କୃଷି ବିଭାଗ। ଫଳରେ ଅନୁଗୋଳ କୃଷି ଜିଲା ଅଧୀନ ବଅଁରପାଳ ବ୍ଲକ...

ଜିରୋ ଆଓ୍ବାର ପାଳନ ପ୍ରସ୍ତୁତି ଜୋର୍‌ଦାର: ବଲିଉଡ ଗାୟକଙ୍କ ସହ ରସିଆନ୍‌ ବେଲି ଡ୍ୟାନ୍ସ

କଟକ ଅଫିସ, ୩୦।୧୨- ବୁଧବାର ନୂଆବର୍ଷ। ପୁରୁଣା ବର୍ଷକୁ ବିଦାୟ ଦେବା ସହ ନୂତନ ବର୍ଷକୁ ଧୁମ୍‌ଧାମ୍‌ରେ ସ୍ବାଗତ କରିବେ ସହରବାସୀ। ଏଥିପାଇଁ କଟକର ବିଭିନ୍ନ...

Advertisement
Archives

Model This Week