ବାଲେଶ୍ୱର,୨୯।୭(ମାନସ ବିଶ୍ୱାଳ) ଓଏସଏସ୍ସି ପ୍ରଶ୍ନପ୍ରତ୍ର ଡିଲ୍ ମାମଲାରେ ବାଲେଶ୍ବର ପୋଲିସ ରିପୋର୍ଟ ପରେ ଓଏସଏସ୍ସିି ଆଉ ପାଦେ ଆଗେଇଛି ।
ସୂଚନା ଅନୁସାରେ, ୫୫ ପରୀକ୍ଷାର୍ଥୀଙ୍କୁ ଓଏସଏସ୍ସି କାରଣଦର୍ଶାଅ ନୋଟିସ ଜାରି କରିଛି। ଓଏସଏସ୍ସି ପରୀକ୍ଷାରୁ ଜୀବନବ୍ୟାପୀ ବାରଣ ନେଇ ନୋଟିସ ଜାର କରାଯାଇଥିବା ଜଣାପଡ଼ିଛି । ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ବିଶାଳ କୁମାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବିହାର ଆକାଉଣ୍ଟସ ଜେନେରାଲଙ୍କୁ ମଧ୍ୟ ବାଲେଶ୍ବର ପୋଲିସ ଚିଠି ଲେଖୁଛି । ଏଥି ସହିତ ଓଡିଶାର ଏଜେଣ୍ଟ ସାଜିଥିବା ସରକାରୀ ଶିକ୍ଷକ ଗୋବିନ୍ଦ ତ୍ରିପାଠୀ ଓ ସୁଶାନୁ ସାହୁଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ କନ୍ଧମାଳ ଓ ଯାଜପୁର ଜିଲା ଶିକ୍ଷାଧ୍ୟାକାରୀଙ୍କୁ ବାଲେଶ୍ବର ପୋଲିସ ଅବଗତ କରାଇଥିଲା । ୯୨ ଜଣ ଛାତ୍ରୀଛାତ୍ରଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନେବାକୁ ଓଏସଏସ୍ସିିକୁ ଚିଠି ଲେଖିଛି ବାଲେଶ୍ବର ଏସପି ।
ଓଏସଏସ୍ସି ପ୍ରଶ୍ନପ୍ରତ୍ର ଡିଲ୍ ମାମଲା: ଓଏସଏସ୍ସି ପରୀକ୍ଷାରୁ ଜୀବନବ୍ୟାପୀ ବାରଣ
Posted inଆମ ଜିଲା ଖବର, ବାଲେଶ୍ୱର View All
ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…
ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…
ଆର୍ଏସ୍ସିସି କପ୍ କ୍ରିକେଟ: ଦେଶୀ ବୟେଜ ସେମିରେ
ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍ଏସ୍ସିସି କପ…
ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…
ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…
ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍ର ନୃତ୍ୟ
ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…
ଟ୍ରକ ନେଲା ୨ବାଇକ୍ ଆରୋହୀଙ୍କ ଜୀନନ
କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ
ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…
ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା
ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…
ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ
ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…
Archives

