OSSC Recruitment 2024: କୃଷି ବିଭାଗରେ ବଡ଼ ନିଯୁକ୍ତି, ଖାଲି ଅଛି ୩୨୪ ପଦ, ଦରମା ଜାଣିଲେ…

ଭୁବନେଶ୍ୱର,୧୯।୧୧; ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ପୂରଣ ହେବାକୁ ଯାଉଛି ଅନେକ ପଦ । ଏନେଇ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ମୋଟ ୩୨୪ ଜଣ ମୃତ୍ତିକା ସଂରକ୍ଷଣ ସମ୍ପ୍ରସାରଣ କାର୍ଯ୍ୟକର୍ତ୍ତାଙ୍କୁ ଏହି ନିଯୁକ୍ତି ଦିଆଯିବ । ନଭେମ୍ବର ୨୭ରୁ ଏଥିପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଡିସେମ୍ବର ୨୬ରେ ଶେଷ ହେବ ।

ସେହିପରି ଅନଲାଇନ ଆପ୍ଲିକେଶନ ଫର୍ମ ସବମିଶନ ବା ଆବେଦନର ଶେଷ ତାରିଖ ଡିସେମ୍ବର ୨୯ ରହିଥିବାବେଳେ ଫର୍ମ ସଂଶୋଧନର ଶେଷ ତାରିଖ ଜାନୁଆରୀ ୧ ତାରିଖ ରହିଥିବା ଜଣାପଡିଛି । ଇଚ୍ଛୁକ ପ୍ରାର୍ଥୀମାନେ ଅଫିସିଆଲ ୱେବସାଇଟକୁ ଯାଇ ଏହି ନିଯୁକ୍ତିର ସବିଶେଷ ତଥ୍ୟ ଜାଣି ପାରିବେ ।

pdfimage

ଅଣସଂରକ୍ଷିତ, ଶିକ୍ଷା ଓ ସାମାଜିକ କ୍ଷେତ୍ରରେ ପଛୁଆ ଶ୍ରେଣୀ (ଏସଇବିସି), ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି) ବର୍ଗର ପ୍ରାର୍ଥୀଙ୍କ ପାଇଁ ଏଥିରେ ପଦ ସଂରକ୍ଷିତ ରହିଛି । ପ୍ରାର୍ଥୀ ଯେ କୌଣସି ସ୍ବୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟ / ଶିକ୍ଷାନୁଷ୍ଠାନର କୃଷି ସମ୍ପନ୍ଧୀୟ ବିଷୟରେ ଯୁକ୍ତଦୁଇ ବିଜ୍ଞାନ କିମ୍ବା ଧନ୍ଦାମୂଳକ ଶିକ୍ଷା ପାସ କରିଥିବେ । ଚଳିତ ବର୍ଷ ଜାନୁଆରୀ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୧ରୁ ୩୮ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ । ପ୍ରିଲିମିନାରୀ ପରୀକ୍ଷା, ମୁଖ୍ୟ ଲିଖିତ ପରୀକ୍ଷା ଓ ସାର୍ଟିଫିକେଟ ଯାଞ୍ଚ ଆଦି ତିନୋଟି ପର୍ଯ୍ୟାୟ ମାଧ୍ୟମରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ ।

pdfimage

ଓଏସଏସସିରେ ଆବେଦନ କରିବା ପାଇଁ ପ୍ରଥମେ ଏହାର ଅଫିସିଆଲ ଓ୍ବେସାଇଟ୍‌ ossc.gov.in କୁ ଲଗ୍‌ଇନ୍‌ କରନ୍ତୁ। ଏହାପରେ ରିକ୍ୟୁଆରମେଣ୍ଟ ଟ୍ୟାବକୁ କ୍ଲିକ୍‌ କରନ୍ତୁ। Combined Higher Secondary (CHS) Recruitment 2024 ଲିଙ୍କ୍‌କୁ ସିଲେକ୍ଟ କରନ୍ତୁ। ଯୋଗ୍ୟ ବିବେଚିତ ହେବା ପରେ OSSC CHSL Apply Online ଲିଙ୍କ୍‌କୁ ଯାଆନ୍ତୁ। ଏହାପରେ ଫର୍ମ ପୂରଣ କରନ୍ତ


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?