Posted inUncategorized

ଜୁଲାଇ ୩୦ରେ ଓଏସ୍‌ଏସ୍‌ସିର ଆକାଉଣ୍ଟାଣ୍ଟ ପରୀକ୍ଷା -ପ୍ରଶ୍ନପତ୍ରରେ ତ୍ରୁଟି ଯୋଗୁ ପୂର୍ବରୁ ବାତିଲ ହୋଇଥିଲା

ଭୁବନେଶ୍ୱର,୨।୫(ବ୍ୟୁରୋ): ବାତିଲ ହୋଇଥିବା ଓଏସ୍‌ଏସ୍‌ସି ପରିଚାଳିତ ଆକାଉଣ୍ଟାଣ୍ଟ ପରୀକ୍ଷା ପୁଣି ଅନୁଷ୍ଠିତ ହେବ। ଆସନ୍ତା ଜୁଲାଇ ୩୦ରେ ଏହି ଆକାଉଣ୍ଟାଣ୍ଟ ପ୍ରିଲିମିନାରୀ ପରୀକ୍ଷା ହେବ ବୋଲି ମଙ୍ଗଳବାର ଓଏସ୍‌ଏସ୍‌ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସବୁ ଜିଲା ମୁଖ୍ୟାଳୟରେ ଗୋଟିଏ ସିଟିଂରେ ଓଏମ୍‌ଆର୍‌ ମୋଡରେ ଏହି ପରୀକ୍ଷା ହେବ। ସୂଚନା ଥାଉ କି, ଏପ୍ରିଲ ୨୩ରେ ପ୍ରଶ୍ନପତ୍ରରେ ତ୍ରୁଟି ଯୋଗୁ ଏହି ପରୀକ୍ଷା ବାତିଲ ହୋଇଥିଲା। ବିଶେଷ ଭାବେ ଓଡ଼ିଆ ଭାଷାରେ ପ୍ରଶ୍ନପତ୍ର ଚୟନ କରିଥିବା ପରୀକ୍ଷାର୍ଥୀମାନଙ୍କୁ ପ୍ରଶ୍ନ ପଢି ବୁଝିବା ସମ୍ଭବପର ହୋଇ ନ ଥିଲା। ଏନେଇ ଅଭିଯୋଗ ପରେ ପରୀକ୍ଷା ବାତିଲ କରାଯାଇଥିଲା। ୬୫ଟି ଆକାଉଣ୍ଟାଣ୍ଟ ପଦ ପାଇଁ ରାଜ୍ୟର ସମସ୍ତ ଜିଲାରେ ପ୍ରିଲିମିନାରୀ ପରୀକ୍ଷା କେନ୍ଦ୍ର ପ୍ରସ୍ତୁତ କରାଯାଇଥିଲା। ପ୍ରାୟ ୫୦ ହଜାର ଛାତ୍ରୀଛାତ୍ର ଓଏମ୍‌ଆର୍‌ ମାଧ୍ୟମରେ ପରୀକ୍ଷା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

ଚନ୍ଦ୍ରଙ୍କ ଉପରେ ଶନି-ରାହୁଙ୍କ ଛାୟା! ୨୮ ଅଗଷ୍ଟରୁ ୪ ରାଶିଙ୍କ ପାଇଁ ବଢ଼ିପାରେ ଅସୁବିଧା, ଲାଗିବ ବଡ଼ ଝଟକା…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରଗ୍ରହଣକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସମ୍ବେଦନଶୀଳ ଏବଂ ଜ୍ୟୋତିଷ ଦୃଷ୍ଟିରୁ ପ୍ରଭାବଶାଳୀ ଘଟଣା ଭାବରେ ବିବେଚନା କରାଯାଏ । ୨୦୨୬ ମସିହାର ଶେଷ ଚନ୍ଦ୍ରଗ୍ରହଣ…

ନିଶାମୁକ୍ତ ଯୁବସମାଜ

ଆଜିକାଲିର ଯୁବପିଢ଼ି ନିଶାଦ୍ରବ୍ୟକୁ ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟ କରିସାରିଲେଣି। ଗ୍ଲୋବାଲ ୟୁଥ୍‌ ଟୋବାକୋ ସର୍ଭେ (ଜିୱାଇଟିଏସ୍‌) ୨୦୧୯ ଅନୁଯାୟୀ, ସାରା ଦେଶରେ ୧୩ରୁ ୧୫ ବର୍ଷ ବୟସର ୮.୫…

ବସ୍ତାନିରୁ ସ୍କୁଲ ବ୍ୟାଗ: ଭାରରୁ ବିଚାର ପର୍ଯ୍ୟନ୍ତ

ପିଲାବେଳେ କାନ୍ଧରେ ବସ୍ତାନି ପକେଇ ସ୍କୁଲ ଗଲାବେଳର ସ୍ମୃତି ନିଆରା। ଆଜିର ସ୍କୁଲ ବ୍ୟାଗକୁ ଦେଖିଲେ ଲାଗେ, ସେହି ବସ୍ତାନିର ସରଳତା ଓ ସ୍ନେହ ଏବେ ମଧ୍ୟ…

ପ୍ରତିବାଦରେ ବାଧା

ଚଳିତ ସପ୍ତାହରେ ଦିଲ୍ଲୀ ହାଇକୋର୍ଟରେ ଏକ ଅଦ୍ଭୁତ ବିତର୍କ ଦେଖିବାକୁ ମିଳିଥିଲା। ସରକାରଙ୍କୁ ପଚରାଯାଇଥିଲା, ପ୍ରତିବାଦ ପାଇଁ ଯନ୍ତରମନ୍ତର ଅଞ୍ଚଳକୁ ବ୍ୟବହାର କରିବାକୁ କାହିଁକି ବନ୍ଦ କରାଯାଉନାହିଁ।…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri