ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା: ଗଞ୍ଜାମରେ ଚାଲିଛି ଶିଶୁଙ୍କ କୋଭିଡ୍‌ ଲକ୍ଷଣ ଯାଞ୍ଚ

 

ଛତ୍ରପୁର,୧୩।୬(ଡି.ଏନ୍‌.ଏ.): ଆଗାମୀ ଦିନରେ କରୋନାର ତୃତୀୟ ଲହରରେ ଶିଶୁମାନେ ବେଶି ସଂକ୍ରମିତ ହେବା ନେଇ ବିଶେଷଜ୍ଞମାନେ ମତ ରଖିଛନ୍ତି। ଏହି ପରିପ୍ରେକ୍ଷୀରେ କରୋନା ସଂକ୍ରମଣଠାରୁ ଶିଶୁମାନଙ୍କୁ ଦୂରେଇ ରଖିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ତରଫରୁ ଜିଲାର ସମସ୍ତ ଘରକୁ ଘର ବୁଲି ଶିଶୁମାନଙ୍କର କୋଭିଡ୍‌ ଲକ୍ଷଣ ଯାଞ୍ଚ ଚାଲିଛି । ଏହି ଯାଞ୍ଚ ପ୍ରକ୍ରିୟା ଆଗାମୀ ତିନି ମାସ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ସୂଚନା ଦିଆଯାଇଛି। ଆଶାକର୍ମୀ, ଏ.ଏନ୍‌. ଏମ୍‌. ଏବଂ ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଏଥିରେ ସାମିଲ କରାଯାଇଛି। ଜିଲା ହେଡ୍‌କ୍ୱାର୍ଟର ଛତ୍ରପୁର ଏନ୍‌ଏସିର କାରିଣୀ ସାହି ଓ ଗୋପବନ୍ଧୁ ନଗର ସାହିରେ
ଘରକୁ ଘର ବୁଲି ରବିବାର ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚର ଅନୁଧ୍ୟାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ହିନ୍ଦୋଳ ଏନ୍‌ଏସି ଫଳାଫଳ

ଢେଙ୍କାନାଳ ଅଫିସ,୫ା୪: ସରିଛି ନିର୍ବାଚନ। ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେଇଛନ୍ତି ଭୋଟର। ୩ ନଗରପାଳ ପ୍ରାର୍ଥୀଙ୍କ ସମେତ ମୋଟ ୫୩ ଜଣଙ୍କ ଭାଗ୍ୟ ଇଭିଏମ୍‌ରେ...

ବର୍ଷାରେ ଫିକା ପଡ଼ିଲା ଦଶହରା: ଆମିଷ ବଜାରରେ ଭିଡ଼

ଗଞ୍ଜାମ,୫।୧୦(ଡି.ଏନ୍‌.ଏ.): ଦିନ ତମାମ ପ୍ରବଳ ବର୍ଷା ଯୋଗୁ ଦଶହରା ସାମାନ୍ୟ ଫିକା ପଡିଯାଇଛି। ହେଲେ ଆମିଷ ବଜାରରେ ଲୋକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଭିଡକୁ...

ନବବଧୂ ହତ୍ୟା ଘଟଣା, ଅଭିଯୁକ୍ତଙ୍କୁ ଗିରଫ ଦାବି: ଥାନା ସମ୍ମୁଖରେ ବାପଘର ଗ୍ରାମବାସୀଙ୍କ ଧାରଣା

କୃଷ୍ଣପ୍ରସାଦ,୭ା୭(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଶିଆଳଗାଁରେ ଅଧିକ ଯୌତୁକ ଦାବି କରି ମାମାଲି ପଲେଇ ନାମକ ଜଣେ ନବବଧୂଙ୍କୁ ଶ୍ୱଶୁର ଘର ପରିବାର ତରଫରୁ ହତ୍ୟା...

ହୋଟେଲ ଉପରେ ଚଢାଉ: ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ

ପୁରୁଷୋତ୍ତମପୁର, ୫।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋଦଳା ଥାନା ଅନ୍ତର୍ଗତ ବେଗୁନିଆପଡ଼ାର ଏକ ହୋଟେଲ ଉପରେ ଗୁରୁବାର ଅପରାହ୍ନରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ବିଦେଶୀ...

ଝାରସୁଗୁଡା ସହର ମଙ୍ଗଲବଜାରରେ ୧୪୪ ଧାରା ଲାଗୁ

ଝାରସୁଗୁଡା ଅଫିସ,୧୭। ୩- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଝାରସୁଗୁଡା ଜିଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି। ଝାରସୁଗୁଡା ସହର ଜନଗହଳି ପୂର୍ଣ୍ଣ...

ଗ୍ରାମାଞ୍ଚଳରେ ପାନୀୟଜଳ ସମସ୍ୟା

ଝୁମ୍ପୁରା, ୨୪।୯ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ହେଉଛି ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ଏହି ଅଞ୍ଚଳରେ ବିଭିନ୍ନ ପ୍ରକାର ସମସ୍ୟା ଲାଗିରହିଥିବାବେଳେ ପାନୀୟଜଳ ସମସ୍ୟା...

କଣ୍ଟେନମେଣ୍ଟ ଜୋନ ଉଠାଇବା ଦାବିରେ ପୋଲିସ-ଜନତା ମୁହାଁମୁହିଁ

ରାଉରକେଲା ଅଫିସ,୨୬।୫: ରାଉରକେଲା କଣ୍ଟେନମେଣ୍ଟ ଜୋନରେ ମଙ୍ଗଳବାର ସକାଳୁ ଉତ୍ତେଜନା ଲାଗି ରହିଛି। ସକାଳ ସାଢେ ୮ଟାରେ କିଛି ଲୋକ ବ୍ୟାରିକେଡ ଭାଙ୍ଗି ରିଂ ରୋଡ଼କୁ...

ଭିଜିଲାନ୍ସ ଜାଲରେ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି

କେନ୍ଦୁଝର,୧୯।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ କିରାଣି ଲାଞ୍ଚ ନେଉଥିବାବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଇନକ୍ରିମେଣ୍ଟ କରାଇଦେବା...

Advertisement
Archives

Model This Week